ବିରଳ ପ୍ରଜାତି ସାପର ମୃତ୍ୟୁ

ବାରିପଦା ଅଫିସ, ୫ା୫- ବିରଳ ପ୍ରଜାତିର ଏକ ତମ୍ବା ମୁଣ୍ଡିଆ ଟ୍ରିଙ୍କେଟ ସାପକୁ ବାଟୁଳି ସାହାଯ୍ୟରେ ଗାଁ ଲୋକ ମାରି ଦେଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ବାରିପଦା ରେଞ୍ଜ ଅଧୀନ ବହଳଦା ବିଟ୍‌ର ଗିରିଶଚନ୍ଦ୍ରପୁର ଗ୍ରାମରେ। ସାପଟିର ଲମ୍ବ ୮ ଫୁଟ ଓ ବୟସ ପାଖାପାଖି ୧୦ ବର୍ଷରୁ ଉର୍ଦ୍ଧ୍ୱ ହେବ ବୋଲି ଅନୁମାନ କରାଯାଉଛି। ଶିମିଳିପାଳ ପାଦ ଦେଶରେ ଏହି ଗାଁଟି ଅବସ୍ଥିତ ଥିବାରୁ ସାପଟି ମଙ୍ଗଳବାରେ ଅଭୟାରଣ୍ୟ ମଧ୍ୟରୁ ଗାଁ ଭିତରକୁ ପଶି ଆସିବାରୁ ଲୋକେ ତାହାକୁ ମାରି ଦେଇଥିଲେ। ଏନେଇ ବାରିପଦା ଡିଏଫଓ ସ୍ବୟମ ମଲ୍ଲିକଙ୍କୁ ପଚାରିବାରୁ ସେ ଏ ବିଷୟରେ ଅବଗତ ଥିବା ବେଳେ କେଉଁ ପରିସ୍ଥିତିରେ ସାପଟିକୁ ମରାଗଲା ତାହାର ତଦନ୍ତ କରାଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri