Posted inଖେଳ

ବିରାଟ କୋହଲି ପିନ୍ଧିଥିବା ଘଣ୍ଟାର ମୂଲ୍ୟ କେତେ ଜାଣନ୍ତି

କରୋନା ଯୋଗୁ ଏବେ ସବୁ କ୍ରିକେଟ ସିରିଜ୍‌ ସ୍ଥଗିତ ରହିଛି। ଫଳରେ କ୍ରିକେଟରମାନେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଅଧିକାଂଶ କ୍ରିକେଟର ସୋସିଆଲ ମିଡିଆରେ ସକ୍ରିୟ ରହୁଛନ୍ତି। ଭାରତୀୟ କ୍ରିକେଟ ଦଳର ଅଧିତ୍ତ୍ନାୟକ ବିରାଟ କୋହଲି ମଧ୍ୟ ଇନ୍‌ଷ୍ଟାଗ୍ରାମରେ ଫଟୋ ଏବଂ ଭିଡିଓ ଶେୟାର କରୁଛନ୍ତି। ନିକଟରେ ସେ ଏକ ଫଟୋ ପୋଷ୍ଟ କରିଥିଲେ। ଫଟୋ ମୁମ୍ବାଇରେ ବାଲକୋନିରେ ବସି ମୌସୁମି ପାଗର ମଜା ନେଉଥିବାର ଦେଖାଯାଇଛି। ଏହାସହ ବିରାଟ ଏକ ବହି ପଢୁଛନ୍ତି। ହାତରେ ଏକ ସୁନ୍ଦର ଘଣ୍ଟା ମଧ୍ୟ ପିନ୍ଧିଛନ୍ତି। ଏବେ ଏହି ଘଣ୍ଟା ଟ୍ରେଣ୍ଡ୍‌ ହେବାକୁ ଲାଗିଲାଣି। ବିରାଟଙ୍କ ଏହି ଘଣ୍ଟାର ମୂଲ୍ୟ କେବେ ଜାଣନ୍ତି କି। ରୋଲେକ୍ସ କମ୍ପାନୀର ଏହି ଘଣ୍ଟାଟିର ମୂଲ୍ୟ ପାଖାପାଖି ୮ ଲକ୍ଷ ୬୦ ହଜାର ୭ ଶହ ଟଙ୍କା ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ

ଟେନସା, ୨୩।୬ (ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ  ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri