Posted inଖେଳ

ବିରାଟ କୋହଲି ପିନ୍ଧୁଥିବା ଘଣ୍ଟାର ଦାମ୍‌ କେତେ ଜାଣିଛନ୍ତି କି?

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ କେବଳ ଭାରତରେ ନୁହେଁ ସାରା ବିଶ୍ୱରେ ଲୋକପ୍ରିୟତା ଅର୍ଜନ କରିଛନ୍ତି। କେବଳ କ୍ରିକେଟ୍‌ରେ, କୋହଲି ଅଭିନୟରେ ମଧ୍ୟ ରୁଚି ରଖିଛନ୍ତି। ତାଙ୍କୁ ବିଭିନ୍ନ ବିଜ୍ଞାପନରେ ଅଭିନୟ କରିଥିବାର ମଧ୍ୟ ଦେଖାଯାଏ। ନିଜକୁ ଷ୍ଟାଇଲିସ୍‌ ରଖିବାକୁ ପାଇଁ ବିଭିନ୍ନ ନାମୀଦାମୀ ବ୍ରାଣ୍ଡ୍‌ ବ୍ୟବହାର କରନ୍ତି। ବିଭିନ୍ନ ବ୍ରାଣ୍ଡ୍‌ର ଡ୍ରେସ୍‌ ସହ ସହ ଘଣ୍ଟା ପିନ୍ଧିବାକୁ ମଧ୍ୟ ଭଲ ପାଆନ୍ତି। ଏଥିପାଇଁ ବିଶ୍ୱର ବିଭିନ୍ନ ନାମୀ ବ୍ରାଣ୍ଡ୍‌ର ଘଣ୍ଟା ସେ କଲେକ୍ସନ କରିଥାନ୍ତି। ତାଙ୍କର ସବୁଠୁ ପସନ୍ଦର ବ୍ରାଣ୍ଡ୍‌ ହେଉଛି ରୋଲେକ୍ସ। ଏହି ବ୍ରାଣ୍ଡ୍‌ର ଘଣ୍ଟା ସେ ଅଧିକାଂଶ ସମୟରେ ପିନ୍ଧିଥାନ୍ତି। ଯାହାର ମୂଲ୍ୟ ୭୦ ଲକ୍ଷରୁ ଊର୍ଦ୍ଧ୍ୱ। ଏହି ଘଣ୍ଟାଟି ସୁନା ଏବଂ ହୀରାରେ ନିର୍ମିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri