ବିରୋଧରୁ ଫେରିଗଲା ପ୍ରବାସୀଙ୍କ ବସ୍‌

ଗୋପାଳପୁର,୧୯ା୫- କରୋନା ଭାରତରେ ଭୟଙ୍କର ରୂପେ ଧାରଣ କରିଥିବା ବେଳେ ଓଡ଼ିଶାରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି। ଅନ୍ୟପଟେ ଗଞ୍ଜାମ ଜିଲାକୁ ବହୁ ପ୍ରବାସୀ ଫେରୁଛନ୍ତି। ଗଞ୍ଜାମ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ରବିବାର ରାତିରେ ଏକ ବସ୍‌ରେ ବେଗୁନିଆପଡ଼ା ଅଞ୍ଚଳର ୫୧ ସୁରଟ ଫେରନ୍ତାଙ୍କୁ ନେଇ ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ବଡ଼କୁଶସ୍ଥଳୀର ସଙ୍ଗରୋଧ କେନ୍ଦ୍ରକୁ ଯାଉଥିବା ବେଳେ ଗ୍ରାମବାସୀ ଏହାକୁ ବିରୋଧ କରିବା ସହ ଉତ୍ତେଜନା ପ୍ରକାଶ ପାଇଥିଲା। ଗୋପାଳପୁର ଥାନାଧିକାରୀ ବିବେକାନନ୍ଦ ମହନ୍ତ ଓ ବ୍ଲକ ପ୍ରଶାସନ ଗ୍ରାମରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସେମାନେ ରାଜି ହୋଇ ନ ଥିଲେ। ବାହାର ଲୋକଙ୍କୁ ଆମ ଗ୍ରାମରେ ନ ରଖିବାକୁ କହିବା ସହ ସେମାନେ ଆସିଥିବା ବସ୍‌କୁ ଛାଡି ନ ଥିଲେ। ଗ୍ରାମବାସୀଙ୍କ ବିରୋଧ ଯୋଗୁ ଆସିଥିବା ପ୍ରବାସୀ ଗ୍ରାମରୁ ଫେରିଯାଇଥିଲେ।ଦୁନିଆ ଓ ତୀର୍ଥଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନେବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ଗାଲେରି ଫାଣ୍ଡି ଅଧିକାରୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପୋଲିସ ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି। ଏ ନେଇ ନଂ.୮୯/୨୦ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri