ବିରୋଧୀଦଳ ନେତାଙ୍କ ବୋର୍ଡା ଅଞ୍ଚଳ ଗସ୍ତ

ଭବାନୀପାଟଣା,୨୧।୯(ଡି.ଏନ.ଏ.)
ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ ବୋର୍ଡା ଅଞ୍ଚଳ ଗସ୍ତ କରିଛନ୍ତି। ସେ ଗୁରୁଜୁଙ୍ଗ ପଞ୍ଚାୟତ ବାଲିପଦର ଗାଁରେ ଦେଖାଦେଇ ଥିବା ପାନୀୟ ଜଳ ସମସୟା, ଗୁରୁଜୁଙ୍ଗ ଗାଁରେ ବିଜୁଳି ସମସ୍ୟା ସମାଧାନ ସହ ଏକ ନୂତନ ପୋଖରୀ ଖୋଳାଇବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ପରେ କର୍ଲାପିଟା, ଡୁଙ୍ଗାପଖାନ, ଖୋଲପାଲା ଗାଁ ବୁଲିବା ସହ ଲୋକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଗସ୍ତ କାର୍ଯ୍ୟକ୍ରମରେ ମଣ୍ଡଳ ସଭାପତି ଜୟରାମ ଗହିର, ଯୁବମୋର୍ଚ୍ଚା ଜିଲା ଉପସଭାପତି ବିଭିଶଣ ସାହୁ, ବରିଷ୍ଠ ନେତା ଆଶିଷ ସାହୁ, ଗୁରୁଜୁଙ୍ଗ ସରପଞ୍ଚ ରିନା ସାହୁ, କିଶୋର ଚନ୍ଦ୍ର ମିଶ୍ର, ଆଦିବାସୀ ନେତା ସାଗର ମାଝି, ରାଘବ ଛତ୍ରିଆ, ନିଳାଞ୍ଚଳ ସାହୁ, ଅଶ୍ୱିନୀ ପ୍ରଧାନ, ଟଙ୍କଧର ଭାଟ୍ଟୀ, ସମ୍ପାଦକ ଭିଖ୍ୟ ସେନାପତି, ଭଞ୍ଜକିଶୋର ପ୍ରଧାନ, ଅଶ୍ୱିନ ଭୋଇ, ଏସସି ମୋର୍ଚ୍ଚା ଜିଲା ସମ୍ପାଦକ କୋଦଣ୍ଡ ମହାନନ୍ଦ, ବଡମଣ୍ଟୁ ନାଏକ, ଗୁଣନିଧି ବେହେରା ଓ ସତ୍ୟନାରାୟଣ ଗହିରଙ୍କ ସମେତ ବହୁ କର୍ମକର୍ତ୍ତା ସାମିଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri