ବିଲରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର

ଧର୍ମଶାଳା/ଚଢେଇଧରା,୯ା୧୨(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ କୃଷ୍ଣପଶି ଗ୍ରାମର ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ କୃଷ୍ଣପଶି ଗ୍ରାମର ଶେଷଦେବ ମଳିକ (୪୬) । ମଙ୍ଗଳବାର ମୃତଦେହ ବ୍ୟବଚ୍ଛେଦ ଲାଗି ବଡ଼ଚଣା ଡାକ୍ତରଖାନାକୁ ପଠାଯିବ ବୋଲି ପୋଲିସ ସୂଚନା ଦେଇଛି। ପ୍ରକାଶ ଯେ, ଗଡ଼ମଧୁପୁର ଗ୍ରାମର ଜିତେନ ଜେନାମଣିଙ୍କ ପରିବା କ୍ଷେତକୁ ଶେଷଦେବ କାମ କରିବାକୁ ଯାଇଥିଲେ। ହେଲେ ସନ୍ଧ୍ୟାସୁଦ୍ଧା ଘରକୁ ଫରି ନ ଥିଲେ। ଏ ନେଇ ପରିବାର ଲୋକେ ଜିତେନଙ୍କୁ ଖବର ଦେବା ସହ ପୋଲିସକୁ ଜଣାଇଥିଲେ। ବହୁ ଖୋଜାଖୋଜି ପରେ ସନ୍ଧ୍ୟାରେ ତାଙ୍କ ମୃତଦେହ ବିଲରୁ ଉଦ୍ଧାର ହୋଇଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ ଶେଷଦେବଙ୍କ ମୃତହେଦ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?