ବିଲରେ କାମ କରୁଥିବାବେଳେ ମହିଳାଙ୍କ ଜୀବନଗଲା

ହିଞ୍ଜିଳିକାଟୁ,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଆଡ଼ପଡ଼ା ଫାଣ୍ଡି କରାଖଣ୍ଡି ଗ୍ରାମର ଜଣେ ମହିଳା ବିଲରେ କାମ କରୁଥିବାବେଳେ ଅସୁସ୍ଥ ହୋଇପଡ଼ିଥିଲେ। ପାଖରେ ଥିବା ଅନ୍ୟ ଚାଷୀମାନେ ତାଙ୍କୁ ଉଦ୍ଧାର କରି ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତା ମହିଳା ଜଣକ କରାଖଣ୍ଡି ଗ୍ରାମର ରୀନା ନାହାକ (୪୧) । ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ୧/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ବୁଧବାର ବ୍ୟବଚ୍ଛେଦ ପାଇଁ ମୃତଦେହ ବ୍ରହ୍ମପୁର ବଡ଼ଡ଼ାକ୍ତରଖାନାକୁ ପଠାଯାଇଥିଲା। ପରେ ପୋଲିସ ପକ୍ଷରୁ ମୃତଦେହକୁ ପରିବାରବର୍ଗଙ୍କୁ ପ୍ରଦାନ କରାଯାଇଥିବା ଫାଣ୍ଡି ଅଧିକାରୀ ରାଜନ ବିଷୋୟୀଙ୍କ ଠାରୁ ପ୍ରକାଶ ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri