ବିଲରେ କାମ କରୁଥିବାବେଳେ ମହିଳାଙ୍କ ଜୀବନଗଲା

ହିଞ୍ଜିଳିକାଟୁ,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଆଡ଼ପଡ଼ା ଫାଣ୍ଡି କରାଖଣ୍ଡି ଗ୍ରାମର ଜଣେ ମହିଳା ବିଲରେ କାମ କରୁଥିବାବେଳେ ଅସୁସ୍ଥ ହୋଇପଡ଼ିଥିଲେ। ପାଖରେ ଥିବା ଅନ୍ୟ ଚାଷୀମାନେ ତାଙ୍କୁ ଉଦ୍ଧାର କରି ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତା ମହିଳା ଜଣକ କରାଖଣ୍ଡି ଗ୍ରାମର ରୀନା ନାହାକ (୪୧) । ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ୧/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ବୁଧବାର ବ୍ୟବଚ୍ଛେଦ ପାଇଁ ମୃତଦେହ ବ୍ରହ୍ମପୁର ବଡ଼ଡ଼ାକ୍ତରଖାନାକୁ ପଠାଯାଇଥିଲା। ପରେ ପୋଲିସ ପକ୍ଷରୁ ମୃତଦେହକୁ ପରିବାରବର୍ଗଙ୍କୁ ପ୍ରଦାନ କରାଯାଇଥିବା ଫାଣ୍ଡି ଅଧିକାରୀ ରାଜନ ବିଷୋୟୀଙ୍କ ଠାରୁ ପ୍ରକାଶ ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ସରକାର

କୋଲକାତା,୨୨।୫: ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ପଶ୍ଚିମବଙ୍ଗର ମହିଳାମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ଦେଇଛନ୍ତି: ମାଗଣା ବସ ଯାତ୍ରା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ଭାଜପା…

ଟ୍ବିଶା ମାମଲାରେ ହାଇକୋର୍ଟଙ୍କ ପ୍ରମୁଖ ରାୟ: ପୁଣିଥରେ ପୋଷ୍ଟମର୍ଟମ କରିବେ AIIMS ଦିଲ୍ଲୀ ଟିମ୍‌

ଜବଲପୁର,୨୨।୫: ଭୋପାଳରେ ହୋଇଥିବା ବହୁଚର୍ଚ୍ଚିତ ଟ୍ବିଶା ମୃତ୍ୟୁ ମାମଲା ସମ୍ପର୍କରେ ହାଇକୋର୍ଟଙ୍କ ଶୁଣାଣି ସମୟରେ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଶୁଣାଣି ସମୟରେ, ସମର୍ଥ ସିଂହଙ୍କ ପ୍ରତିନିଧିତ୍ୱ କରୁଥିବା…

Asian Gamesରୁ ବାଦ ପଡ଼ିଲେ ଭିନେଶ ଫୋଗଟ: WFIକୁ ହାଇକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୨।୫: ଶୁକ୍ରବାର (୨୨ ମଇ) ଦିଲ୍ଲୀ ହାଇକୋର୍ଟ ରେସଲର ଭିନେଶ ଫୋଗଟଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାରଙ୍କୁ ତାଙ୍କ ମାମଲା ଯାଞ୍ଚ ଏବଂ ମୂଲ୍ୟାଙ୍କନ…

୭୫ ଲକ୍ଷ ଟଙ୍କା ଠକେଇ ମାମଲା: ଲ୍ୟାମ୍ପ ଏମଡି ଗିରଫ

ଗୁଣପୁର,୨୨/୫(ସୁଜାତା ପାଢ଼ୀ):ସମବାୟ ଅନୁଷ୍ଠାନରେ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସୱରୂପ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ରାୟଗଡ଼ା ଜିଲାର କେ.ସିଂହପୁର ବୃହତ୍‌ ଅଞ୍ଚଳ ବହୁମୁଖୀ ସମବାୟ…

ଚୁଆକୁ ପାଣି ପିଇବାକୁ ଆସିଲା କୁଟ୍ରା, ଘେରିଗଲେ କୁକୁର: ଆଉ ତା’ପରେ ଘଟିଲା..

ରାଇକିଆ,୨୨।୫-(ପ୍ରଦୀପ ବେହେରା): ଜଙ୍ଗଲରୁ ପାଣି ସନ୍ଧାନରେ ଗାଁ ନିକଟକୁ ଚାଲିଆସିଥିବା ଏକ କୁଟ୍ରାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛି ରାଇକିଆ ବନବିଭାଗ। ପାଟଳୀ ସାହି ନିକଟ ଏକ…

ସମସ୍ୟାର ସ୍ଥାୟୀ ସମାଧାନ ନେଇ ବିଧାୟକଙ୍କ ଆଲୋଚନା: ପ୍ରତିଶ୍ରୁତି ଦେଇ କହିଲେ…

ଗଞ୍ଜାମ,୨୨।୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଗ୍ରାମବାସୀଙ୍କ ସହ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri