ମନମୁଣ୍ଡା, ୧୬।୪ (ଡି.ଏନ.ଏ):ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ରତାଖଣ୍ଡିର ଲବ ପାଣ୍ଡେ(୨୨) ଗୁରୁବାର ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ତାଙ୍କ ଶରୀରର ବହୁ ଅଂଶ ପୋଡି ଯାଇଛି। ତାଙ୍କୁ ପ୍ରଥମେ ସୋନପୁର ଡାକ୍ତରଖାନା ଏବଂ ପରେ ବୁର୍ଲା ଭିମସାର ସ୍ଥାନାନ୍ତର କରାଯାଇଛି । ସେ ବିଲକୁ ଯାଇଥିବାବେଳେ ଦେଖି ନ ପାରି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲେ। ତେବେ ବାରାହା ଶିକାର ପାଇଁ କେହି ତାର ବିଛାଇ ବିଦ୍ୟୁତ ସଂଯୋଗ କରିଥିବା ସନ୍ଦେହ ହେଉଛି।
Posted inHome, Home Left, ଆମ ଜିଲା ଖବର, ବୌଦ୍ଧ View All
ବ୍ୟବସ୍ଥାଗତ ବିଫଳତା
ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…
ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…
ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…
ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ
ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…
ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ
ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…
ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍ ଏସିଆ ୱାଲର୍ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ
ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍ ଏସିଆ ୱାଲର୍ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…
ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…
ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ
ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…
ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…
ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…
Archives

