ବିଲେଇ ଛୁଆକୁ ନେଇ ମାରପିଟ୍‌, ୫ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୨୮ା୬(ଡି.ଏନ.ଏ.)-`ଆଙ୍କୁଶପୁର ସଦର ଥାନା ଦକ୍ଷିଣପୁର ପଞ୍ଚାୟତ କାଳୁଆ ମନ୍ଦିର ସାହିରେ ଗୋଟିଏ ବିଲେଇ ଛୁଆକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ଉଭୟଙ୍କ ଅଭିଯୋଗ କ୍ରମେ ନଂ. ୧୬୦/୧୯ ଓ ୧୬୧/୧୯ରେ ମାମଲା ରୁଜୁ ହୋଇଛି। ଏହି ମାମଲାରେ ଉଭୟ ପକ୍ଷରୁ ୫ ଜଣଙ୍କୁ ଶୁକ୍ରବାର କୋର୍ଟଚାଲାଣ କରାଯାଇଥିବା ତଦନ୍ତକାରୀ ଏସ୍‌ଆଇ ବିନୀତ କୁମାର ଶତପଥୀ କହିଛନ୍ତି। ସେମାନେ ହେଲେ ବବି ଜାନି, ସନିଆ ଜାନି, ରୁଦ୍ର ପ୍ରତାପ ସ୍ବାଇଁ ଓ ଅନ୍ୟ ଜଣେ ମହିଳା ଏବଂ ଯୁବତୀ ବୋଲି ଏସ୍‌ଆଇ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ପଡ଼ୋଶୀଙ୍କର ଗୋଟିଏ ପୋଷା ବିଲେଇ ଛୁଆ ବବିଙ୍କ ଘରେ ପଶି ପ୍ରତିଦିନ ଅପରିଷ୍କାର କରୁଥିଲା। ଏଥିପାଇଁ ଗତ ୨୬ ରାତି ୯ଟାରେ ବବି, ସନିଆ ଓ ରୁଦ୍ର ପ୍ରତାପ ମିଶି ପଡ଼ୋଶୀ ମହିଳାଙ୍କୁ ଗାଳିଗୁଲଜ କରିଥିଲେ। ପରେ ଉଭୟଙ୍କ ମଧ୍ୟରେ ଝଗଡ଼ା ହେବା ସହ ମାରପିଟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri