ବିଲ୍‌ ନ ମିଳିବାରୁ ଠିକାଦାରଙ୍କ ଶାନ୍ତିପୂର୍ଣ୍ଣ ଧାରଣା

ଗଞ୍ଜାମ,୧୨ା୩(ଡି.ଏନ୍‌.ଏ.): ଗଞ୍ଜାମ ସହରର ବିଭିନ୍ନ ୱାର୍ଡରେ ଏନ୍‌ଏସି ପକ୍ଷରୁ ୧୦ ପ୍ରକଳ୍ପ ମଧ୍ୟରୁ ୬ଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ମାତ୍ର ଠିକାଦାରଙ୍କୁ ଏହାର ବିଲ୍‌ ପ୍ରଦାନ କରାଯାଉ ନାହିଁ। ଏହାକୁ ନେଇ ଠିକାଦାର ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି l ଏ ନେଇ ଗୁରୁବାର ଠିକାଦାର ସଙ୍ଘ ପକ୍ଷରୁ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ପ୍ରକୋଷ୍ଠ ଆଗରେ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯାଇଛି l ବିଲ୍‌ ନ ମିଳିବାଯାଏ ଧାରଣା ଚାଲୁ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି l ଏ ସମ୍ପର୍କରେ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସଙ୍କୁ ପଚାରିବାରୁ ସେ କୁହନ୍ତି, ୬ଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସରିଛି, ବିଲ୍‌ ସମ୍ପର୍କରେ ଉପଜିଲାପାଳଙ୍କୁ ଅବଗତ କରାଯାଇଛି l ଖୁବ୍‌ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?