ବିଳିବିଳାଉଛନ୍ତି ଟ୍ରମ୍ପ!

ୱାଶିଂଟନ,୧୬ ।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନର ଚୁଡାନ୍ତ ଫଳାଫଳ ଏପର୍ଯ୍ୟନ୍ତ ଆସି ନ ଥିବା ବେଳେ ଡେମୋକ୍ରାଟିକ ପାର୍ଟିର ପ୍ରାର୍ଥୀ ଜୋ ବାଇଡେନ ବହୁମତର ସଂଖ୍ୟା ପାର କରି ସାରିଛନ୍ତି । ତେଣୁ ତାଙ୍କୁ ଆମେରିକାର ଭବିଷ୍ୟତ ରାଷ୍ଟ୍ରପତି କୁହାଯାଉଛି । ଏପର୍ଯ୍ୟନ୍ତ ବାଇଡେନଙ୍କୁ ୩୦୬ ଇଲେକ୍ଟୋରାଲ ଭୋଟ ମିଳି ସାରିଛି । କିନ୍ତୁ ଟ୍ରମ୍ପଙ୍କୁ ୨୩୨ ଇଲେକ୍ଟୋରାଲ ଭୋଟ ମିଳିଛି । ଏବେବି କିଛି ଅଞ୍ଚଳରେ ଭୋଟ ଗଣତି ଚାଲିଥିବା ବେଳେ ଇତିମଧ୍ୟରେ ଟ୍ରମ୍ପ କହିଛନ୍ତି ସେ ନିର୍ବାଚନ ଜିତିଛନ୍ତି । ସେ ଟୁଇଟ୍ କରି କହିଛନ୍ତି, ମୁଁ ନିର୍ବାଚନ ଜିତିଛି । ଏହାସହ ସେ ଲେଖିଛନ୍ତି ଅଫିସିୟାଲି ଏହି ନିର୍ବାଚନକୁ ଅଲଗା ଦର୍ଶାଯାଇଛି । ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ ଟ୍ରମ୍ପ ପ୍ରଥମଥର ଲାଗି ସ୍ୱୀକାର କରିଥିଲେ ଯେ ବାଇଡେନ ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି । ହେଲେ ନିର୍ବାଚନ ପରେ ଭୋଟ ଗଣତିରେ ଯେଉଁ ଭୁଲ ହୋଇଛି ସେ ତା’ର ସାମ୍ନା କରିବେ ବୋଲି କହିଥିଲେ । ଆଉ ଏବେ ଗୋଟିଏ ଦିନ ପରେ ଟ୍ରମ୍ପ ପୁଣିଥରେ କହିଲେଣି ଯେ ସେ ନିର୍ବାଚନ ଜିତିଛନ୍ତି । ଏହା ତାଙ୍କ ମତିଭ୍ରମ ବୋଲି ଆଲୋଚନା ହେଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri