ଭୁବନ, ୪।୪(ଡି.ଏନ୍.ଏ.)- ଢେଙ୍କାନାଳ ଜିଲା ଭୁବନ ଦମକଳ ବାହିନୀ ପକ୍ଷରୁ ଶନିବାର ଅଞ୍ଚଳର ପ୍ରମୁଖ ସ୍ଥାନଗୁଡିକୁ ବିଶୋଧନ କରାଯାଇଛି। ଏନଏସି କର୍ତ୍ତୃପକ୍ଷ ଏବଂ ତହସିଲଦାର ଶକ୍ତିକାନ୍ତ ରାଏଙ୍କ ଉପସ୍ଥିତିରେ ଡାକ୍ତରଖାନା, କାଳୀଵଜାର ଓ ନୂଆଵଜାରକୁ ବିଶୋଧନ କରାଯାଇଥିଲା। ଏହି କାର୍ଯ୍ୟରେ
ଅଞ୍ଚଳର ବୁଦ୍ଧିଜୀବୀ ଓ ବଣିକ ସଂଘର କର୍ମକର୍ତ୍ତା ସହଯୋଗ କରିଥିଲେ। କରୋନା ସଂକ୍ରମଣ ରୋକିବାକୁ ଆଗାମୀ ଦିନରେ ଭୁଵନକୁ ସମ୍ପୁର୍ଣ୍ଣ ଲକଡାଉନ କରିବା ପାଇଁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।
Posted inHome Left, ଆମ ଜିଲା ଖବର, କରୋନା ଭାଇରସ୍, ଢେଙ୍କାନାଳ View All
୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍ପିଆଇ
ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍ ୟିଲ୍ଡ…
ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍
କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…
ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍ ଅର୍ଥନୀତି
ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…
ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ
କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…
ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍ଙ୍କ ଆହ୍ବାନ
ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…
‘ଢେମ୍ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ
ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…
ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍: ଏହି ୨ ଜଣ କରୁଥିଲେ…
ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍ ହେରିଟେଜ୍…
ଏଇ ଭାରତରେ
ମଧ୍ୟପ୍ରଦେଶ ଷ୍ଟେଟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଇପିଏସ୍ ଅଧିକାରୀ ବୀରେନ୍ଦ୍ର ମିଶ୍ରା ବେଡ଼ିଆ ସମ୍ପ୍ରଦାୟର ପିଲାଙ୍କୁ କୁତ୍ସିତ ପ୍ରଥାରୁ ମୁକୁଳାଇ ସମାଜର ମୁଖ୍ୟ ଧାରାରେ ସାମିଲ କରୁଛନ୍ତି।…

