ବିଶ୍ରାରେ ୪୮ ଘଣ୍ଟା ବଢ଼ିଲା କଣ୍ଟେନମେଣ୍ଟ ଅବଧି

ସୁନ୍ଦରଗଡ଼, ୧୪।୪ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବିଶ୍ରାରେ ଦୁଇ ଜଣଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହେବାପରେ ଜିଲାପ୍ରଶାସନ ପକ୍ଷରୁ ଗତ ୧୨ ତାରିଖରେ ସମ୍ପୃକ୍ତ ଅଞ୍ଚଳକୁ ୪୮ଘଣ୍ଟ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଅଞ୍ଚଳଭାବେ ଘୋଷଣା କରାଯାଇଥିଲା। ମାତ୍ର ମଙ୍ଗଲବାର ଜିଲା ପ୍ରଶାସନ ପକ୍ଷରୁ ଏହି ଅବଧିକୁ ଆହୁରି ୪୮ ଘଣ୍ଟା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ୧୬ ତାରିଖ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଏହି ଅବଧିକୁ ବୃଦ୍ଧି କରାଯାଇଥିବା ନେଇ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ସୂଚନା ଦେଇଛନ୍ତି। ପରେ ସ୍ଥିତିକୁ ଅନୁଧ୍ୟାନ କରି ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri