ବିଶ୍ୱ ଆଦିବାସୀ ଦିବସ ପାଳନ

ଭବାନୀପାଟଣା,୯।୮(ଡି.ଏନ.ଏ.): କଳାହାଣ୍ଡି ଡିଷ୍ଟ୍ରିକ୍ଟ ଆଦିବାସୀ ସଂଘ ପକ୍ଷରୁ ହଲିଆପଡା ଭବାନୀପାଟଣାଠାରେ ବିଶ୍ୱ ଆଦିବାସୀ ଦିବସ ଶୁକ୍ରବାର ପାଳନ କରାଯାଇଛି। କଳାହାଣ୍ଡି ଡିଷ୍ଟ୍ରିକ୍ଟ ଆଦିବାସୀ ସଂଘର ସଭାପତି ଡମ୍ବରୁଧର ମାଝିଙ୍କ ଅଧ୍ୟକ୍ଷତା ସଭାରେ ସାଧାରଣ ସମ୍ପାଦକ ମହେଶ୍ୱର ମାଝି ସଭା ପରିଚାଳନା କରିଥିଲେ। ମୁଖ୍ୟଅତିଥି ବେଣୁଧର ମାଝି, ମୁଖ୍ୟବକ୍ତା ଭାବେ ଉଦ୍ଧବ ପାତ୍ର, ସମ୍ମାନିତ ଅତିଥିବୃନ୍ଦ ଯଥା ସମ୍ରାଟ ମାଝି, ନବିନ କୁମାର ମାଝି, ଜଗଦୀସ ଶବର, ଘେନୁ ମାଝି, ଚନ୍ଦ୍ରମଣୀ ମାଝି, ଅଗ୍ନୀଧର ଜାନୀ, ଅଗସ୍ତି ମାଝି, ବୈଦ୍ୟନାଥ ମାଝି, ଗୁପ୍ତେଶ୍ୱର ମାଝି, ଯଶୋଦା ମାଝି, ଭାନୁମତୀ ମାଝି ଯୋଗଦେଇଥିଲେ । ଆଦିବାସୀ ସଂଘର ସହସମ୍ପାଦକ ନବୀନ କୁମାର ମାଝି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରତନପୁରର ରାବଣ

ଛତିଶଗଡ଼ ବିଳାସପୁର ନିକଟରେ ଥିବା ରତନଗଡ଼ ବା ରତନପୁର ଦୁର୍ଗ ଏକଦା ମଧ୍ୟପ୍ରଦେଶର ଏକ ଅଂଶ ଥିଲା। ଏହି ଦୁର୍ଗରେ ରାବଣର ଏକ ବିରଳ ତଥା ଚମତ୍କାର…

ବିଦ୍ୟୁତ୍‌ ଯୋଗାଣ ବ୍ୟାହତ ଯୋଗୁ ଚାଷ ବାଧାପ୍ରାପ୍ତ: ଚିନ୍ତାରେ ଚାଷୀ

ଲାଠୋର,୨୧ା୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଞ୍ଚାୟତର ୫ ଖଣ୍ଡ ଗ୍ରାମର ୨୭ ଜଣ ଚାଷୀଙ୍କ ଏଲଆଇ ପଏଣ୍ଟରୁ ବିଦ୍ୟୁତ ଯୋଗାଣ ବିଚ୍ଛିନ୍ନ ଯୋଗୁ ଚାଷ…

ଯୁକ୍ତ ୨ ପରୀକ୍ଷା ଫଳରେ ବିକାଶର ସଫଳତା: ସମର୍ପିତା-ସତ୍ୟସୁନ୍ଦର କଲେଜ ଟପ୍ପର

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ୱାରା ଆୟୋଜିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳାଫଳକୁ ନେଇ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ ଶାଖାରେ…

ସୀମାନ୍ତକୁ ନଜର ନାହିଁ, ପଶୁଛି ଛତିଶଗଡ଼ ଧାନ: ସବୁଆଡ଼େ ଗଳାବାଟ

ବରଗଡ,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଛି। କିନ୍ତୁ ଆରମ୍ଭରୁ ଧାନ ବିକ୍ରିବଟା ଶୀଥିଳ ହୋଇ ପଡ଼ିଛି।…

୩ ଦିନ ହେବ ରାସ୍ତାରେ ପୂର୍ବମୁହାଁ ବସିଛନ୍ତି ବାପା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଭୁବନେଶ୍ବର/ଜଗନ୍ନାଥପ୍ରସାଦ, ୨୧ା୫(ପ୍ରସନଜିତ୍‌ ସାହୁ)/ବିଭୁପ୍ରସାଦ ପଟ୍ଟନାୟକ):୭ ମାସ ତଳେ ନିଖୋଜ ହୋଇଥିବା ପୁଅକୁ ପାଇବାକୁ ଜଣେ ବାପା ଗଞ୍ଜାମରୁ ଭୁବନେଶ୍ୱର ଆସିଛନ୍ତି। ଜଣେ ବାବାଙ୍କ ପରାମର୍ଶକ୍ରମେ ବ୍ୟକ୍ତିଜଣକ ଖଣ୍ଡଗିରିସ୍ଥିତ…

କୁମ୍ଭାରକାନିଠାରେ ବିଜିସିସି ନକ୍‌ଆଉଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ: ବାରାକାଉଡ଼ିକୁ ହରାଇ କାଠକୁରା ଚମ୍ପିୟାନ୍

ଥୁଆମୂଳ ରାମପୁର, ୨୦।୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡିଆଣି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କୁମ୍ଭାରକାନି ପୁରୁଣା ଖେଳ ପଡ଼ିଆ (କାଶୀପୁର ରୋଡ)…

ଭଞ୍ଜନଗର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ଶେଷ: ସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରିଲେ ଦୁଇ ଭଉଣୀ, ପୁଣି ୩ ବର୍ଷ ପରେ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଦୀର୍ଘ ୨୫ ଦିନ ଧରି ଚାଲିଥିବା ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ବୁଧବାର ଉଦଯାପିତ ହୋଇଯାଇଛି। ପୁଣି ୩ ବର୍ଷ ପରେ ଦେବୀଙ୍କ…

ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ: ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରବଳ ଉତ୍ତେଜନା

ବାଣପୁର, ୨୦।୫(ଦିଲ୍ଲୀପ କୁମାର ସ୍ବାଇଁ): ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଗର୍ଭବତୀ ମହିଳାଙ୍କ ଚିକିତ୍ସା ସମୟରେ ମୃତ୍ୟୁକୁ ନେଇ ମେଡିକାଲ ପରିସରରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri