Posted inଖେଳ

ବିଶ୍ୱ କ୍ରିକେଟର ନୂଆ ଧୋନୀ ହେଉଛନ୍ତି ବଟଲର

ଲଣ୍ଡନ, ୨୫ା୬ (ପି.ଟି.)-ଅଷ୍ଟ୍ରେଲିଆ କୋଚ୍‌ ଜଷ୍ଟିନ ଲାଙ୍ଗର ସୋମବାର ଜୋସ୍‌ ବଟଲରଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି। ଇଂଲଣ୍ଡର ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନଙ୍କୁ ସେ ବିଶ୍ୱ କ୍ରିକେଟର ନୂଆ ମହେନ୍ଦ୍ର ସିଂ ଧୋନୀ ବୋଲି ଆଖ୍ୟା ଦେଇଛନ୍ତି। ଆକ୍ରମଣାତ୍ମକ ଷ୍ଟାଇଲରେ ବ୍ୟାଟିଂ କରୁଥିବା ଉଇକେଟକିପର ବ୍ୟାଟ୍ସମ୍ୟାନ ବଟଲର ଭବିଷ୍ୟତରେ ପୂର୍ବତନ ଭାରତୀୟ ଅଧିନାୟକ ଧୋନୀଙ୍କୁ ଅତିକ୍ରମ କରିଯାଇ ପାରନ୍ତି ବୋଲି ଲାଙ୍ଗର କହିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ଧୋନୀ ବର୍ତ୍ତମାନ ଅନ୍ୟତମ ଶ୍ରେଷ୍ଠ ଫିନିଶର ବିବେଚିତ ହେଉଛନ୍ତି। ଜୋସ୍‌ ହେଉଛନ୍ତି ଜଣେ ଅବିଶ୍ୱସନୀୟ ଖେଳାଳି। ତାଙ୍କ ବ୍ୟାଟିଂ ଦେଖିବା ଲାଗି ମୋର ଆଗ୍ରହ ରହିଥାଏ। ସେ ହେଉଛନ୍ତି ବିଶ୍ୱ କ୍ରିକେଟର ନୂଆ ଧୋନୀ। ବଟଲର ୧୩୭ଟି ମ୍ୟାଚ ଖେଳି ସାରିଛନ୍ତି। ତାଙ୍କ ଷ୍ଟ୍ରାଇକ୍‌ରେଟ୍‌ ହେଉଛି ୧୨୦.୨୫। ସେ ୪୧.୪୨ ଆଭରେଜରେ ୩୭୨୮ ରନ ସଂଗ୍ରହ କରିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri