ବିଶ୍ୱ ପରିବେଶ ଦିବସରେ ଚାରାରୋପଣ

ଧର୍ମଶାଳା,୬ା୬(ଡି.ଏନ୍‌.ଏ.): ବିଶ୍ୱ ପରିବେଶ ଦିବସ ଉପଲକ୍ଷେ କାନପୁରସ୍ଥିତ ପରିବେଶବିତ୍‌ କାର୍ଯ୍ୟାଳୟ ପରିସରରେ ପରିବେଶବିତ୍‌ ଶ୍ରୀନିବାସ ଜେନା ତାଙ୍କ ଜନ୍ମଦିନ ଉପଲକ୍ଷେ ସହସ୍ରାଧିକ ଚାରାଚୋପଣ କରିଥିଲେ। ଏଥି ଉପଲକ୍ଷେ ଆୟୋଜିତ ପଥପ୍ରାନ୍ତ ସଭାରେ ଜେନା ଅଧ୍ୟକ୍ଷତା କରି ସବୁଜ ସୁନ୍ଦର ସନ୍ତୁଳିତ ଓ ପ୍ରଦୂଷଣ ମୁକ୍ତ ପରିବେଶ ପାଇଁ ଆମେ ଅଙ୍ଗୀକାରବଦ୍ଧ ହେବା ଆବଶ୍ୟକ ବୋଲି କହିଛନ୍ତି। ଏଥିସହ ଫନୀ ବାତ୍ୟାରେ ନଷ୍ଟ ହୋଇଥିବା ସବୁଜ ବନାନୀକୁ ପୁଣିଥରେ ଗଢି ତୋଳିବାକୁ ପ୍ରତ୍ୟେକ ବ୍ୟକ୍ତି ଗୋଟିଏ ଗୋଟିଏ ବୃକ୍ଷ ରୋପଣ କରିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଗୋକର୍ଣ୍ଣିକା ସମ୍ପାଦକ ରମାକାନ୍ତ ଜେନା, ଧର୍ମଶାଳା ଯୁବ ବିଜେଡି ସଭାପତି ପ୍ରସନ୍ନ କୁମାର ରାଉତ, ମାନସ ରଞ୍ଜନ ଜେନା, ଅଖିଳ କୁମାର ସ୍ବାଇଁ, ଅନିଲ କୁମାର ନାୟକ, ଶକ୍ତିକାନ୍ତ ବଳ, ନିକୁଞ୍ଜ ରାଉତ, ରମେଶ ସେଠୀ, ସମରେନ୍ଦ୍ର ମାହାଲା, ପ୍ରସନ୍ନ କୁମାର ଜେନା, ସୌମ୍ୟରଞ୍ଜନ ଜେନା ପ୍ରମୁଖ ଉତ୍ସବରେ ଯୋଗଦେଇ ଚାରା ରୋପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ବୁଧ-ଶନିଙ୍କ ଷଡାଷ୍ଟକ ଯୋଗରେ ୪ ରାଶିଙ୍କ ଉପରେ ଭାଙ୍ଗିପଡିବ ଦୁଃଖର ପାହାଡ଼, ଘଟିପାରେ ବଡ଼ ଦୁର୍ଘଟଣା, ରୁହନ୍ତୁ ସାବଧାନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୯ ଅକ୍ଟୋବର ୨୦୨୬ରେ ବୁଧ ଓ ଶନି ପରସ୍ପରଠାରୁ ୧୫୦ ଡିଗ୍ରୀ କୋଣରେ ଅବସ୍ଥିତ ରହିବେ। ଏହା ଫଳରେ ଷଡାଷ୍ଟକ ଯୋଗ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?