ବିଶ୍ୱ ଯୁବକେନ୍ଦ୍ର ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ବଇଣ୍ଡା, ୬।୪(ଡି.ଏନ.ଏ.)- ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବଣିନାଳୀ ବିଶ୍ୱ ଯୁବକେନ୍ଦ୍ର ସହାୟତାରେ କିଶୋରନଗର ବ୍ଲକର ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ରୋକିବା ପାଇଁ ଲୋକଙ୍କୁ ସଚେତନ କରାଯାଉଛି। ଯୁବକେନ୍ଦ୍ରର ସଦସ୍ୟମାନେ ହଣ୍ଡପା, କଟରଙ୍ଗା, ବିଲେଇନାଳୀ, ଗାଁବଇଣ୍ଡା, ଜାମ୍ବୁନାଳୀ, ନୁନୁକାପଶି, କଣ୍ଟେଇକୁଳିଆ, ଲୁହାମୁଣ୍ଡା ଆଦି ପଞ୍ଚାୟତର ୩୦ଟି ଗ୍ରାମର ଲୋକଙ୍କ ମଧ୍ୟରେ ସଚେତନତା ବାଣ୍ଟୁଛନ୍ତି। ସୋମବାର ସୋଲଣ୍ଡା ବଡହୁଲା, ଗାଁ ବଇଣ୍ଡା, ଧୁଣ୍ଡି ଓ ପାର୍ବତୀପୁର ଗ୍ରାମକୁ ଯାଇ ଯୁବକେନ୍ଦ୍ରର ସଦସ୍ୟମାନେ ଲୋକଙ୍କୁ ସଫାସୁତୁରା ରହିବା, ସାବୁନରେ ହାତ ଧୋଇବା, ସାମାଜିକ ଦୂରତା ବଜାୟ ରଖିବା ସହ ସରକାରଙ୍କ ସମସ୍ତ କଟକଣା ମାନିବାକୁ ପରାମର୍ଶ ଦେଇଛନ୍ତି। ବିଶ୍ୱ ଯୁବକେନ୍ଦ୍ରର ସଦସ୍ୟ ଅଭିଷେକ ମହାପାତ୍ର, ଅଙ୍କିତ ମହାପାତ୍ର, ଅଭିନାଶ ରଥ, ପରମାନନ୍ଦ ମିଶ୍ର ଏଥିରେ ସାମିଲ ହୋଇଥିଲେ। ଯୁବକେନ୍ଦ୍ରର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର କାର୍ଯ୍ୟକ୍ରମ ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri