ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ

କୃଷ୍ଣପ୍ରସାଦ,୨ା୮(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ସମନ୍ବିତ ଶିଶୁ ବିକାଶ ବିଭାଗ ତରଫରୁ ଗୁରୁବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି| କାର୍ଯ୍ୟକ୍ରମକୁ କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି ଉଦ୍‌ଘାଟନ କରିଥିଲେ। ମହିଳା ଶିଶୁ ବିକାଶ ଅଧିକାରିଣୀ ମନୋରମା ଦେବୀଙ୍କ ନେତୃତ୍ୱରେ ଚିଲିକା, ନୂଆପଡାରେ ଏକ ସଚେତନତା ଶୋଭାଯାତ୍ରା ସ୍ଥାନୀୟ ଅଞ୍ଚଳ ପରିକ୍ରମା କରିଥିଲା। ଏଥିରେ ସମସ୍ତ ଅଙ୍ଗନଓ୍ବାଡି କର୍ମୀ, ସହାୟିକା, ମୁଖ୍ୟସେବିକା ପ୍ରମୁଖ ଉପସ୍ଥିତ ଥିଲେ ା ଆୟୋଜିତ ସଭାରେ ଶିଶୁ ପାଇଁ ସ୍ତନ୍ୟପାନର ଉପଯୋଗିତା ଉପରେ ଆଲୋଚନା କରାଯାଇଥିଲା ା ନିଜ ଗାଁରୁ ପଞ୍ଚାୟତସ୍ତର ପର୍ଯ୍ୟନ୍ତ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କଲେ ଏହା ସଫଳ ହେବ। ତେଣୁ ପ୍ରତି ଅଙ୍ଗନଓ୍ବାଡି କେନ୍ଦ୍ରରେ ଏହା ପାଳନ କରିବାକୁ ଶିଶୁ ବିକାଶ ଅଧିକାରିଣୀ ପରାମର୍ଶ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri