ବିଶ୍ୱକପରୁ ବିଦା ହୋଇ ଘରେ ପହଞ୍ଚିଲା ପାକିସ୍ତାନ ଦଳ: ଏମିତି କରାଗଲା ସ୍ବାଗତ

ଇସଲମାବାଦ, ୮।୭: ବିଶ୍ୱକପରୁ ବିଦା ହେବାପରେ ପାକିସ୍ତାନ ଦଳର ଖେଳାଳିମାନେ ନିଜ ଦେଶରେ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଖେଳାଳିଙ୍କୁ ସେମାନଙ୍କ ଘରେ ଛଡାଯାଇଥିଲା। ଭାରତଠାରୁ ପରାସ୍ତ ହେବା ପରେ ପାକିସ୍ତାନ ଦର୍ଶକ ଯେଉଁଭଳି ଭାବରେ ସୋସିଆଲ ମିଡିଆରେ କ୍ରୋଧ ପ୍ରଦର୍ଶନ କରିଥଲେ, ଖେଳାଳିମାନେ ଦେଶରେ ପହଞ୍ଚିବା ପରେ ସେଭଳି କିଛି ଦେଖିବାକୁ ମିଳିନାହିଁ। ତଥାପି ବିମାନବନ୍ଦରରେ କୌଣସି ଦୁର୍ଘଟଣା ଆଶଙ୍କାରେ ଖେଳାଳିଙ୍କୁ କଡ଼ା ସୁରକ୍ଷା ଯୋଗାଇ ଦିଆଯାଇଥିଲା। ଏକ ଖବରଦାତା ସମ୍ମଳନୀରେ ଦଳର ଅଧିନାୟକ ସରଫରାଜ ଅହମ୍ମଦ କହିଛନ୍ତି, ଚଳିତ ବିଶ୍ୱକପରେ ପାକିସ୍ତାନ ବିଦା ହେବାକୁ ନେଇ ଆମେ ଦୁଃଖିତ। ଆମେ ସେମିଫାଇନାଲ ଯିବାକୁ ପାରୁପର୍ଯ୍ୟନ୍ତ ଚେଷ୍ଟା କରିଥିଲୁ। କିନ୍ତୁ ନେଟ୍‌ ରନ୍‌ରେଟ୍‌ ଯୋଗୁ ଆମେ ପଛରେ ରହିଗଲୁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଚଳିତ ବିଶ୍ୱକପରେ ପାକିସ୍ତାନ ୯ଟି ମ୍ୟାଚ୍‌ ଖେଳି ୫ଟିରେ ବିଜୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି

ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ ଶନିବାର ସଡ଼କ ଦୁର୍ଘଟଣାର…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

ଆମ ବ୍ୟବସ୍ଥା ଓ ସାଧାରଣ ଜନତା

କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…

ପିଇବା ପାଣିର ବଜାରୀକରଣ

ବିଗତ ସତୁରି ଅଶୀ ଦଶକର କଥା। ବିନା ଦ୍ୱନ୍ଦ୍ୱରେ କୂଅ ଓ ନଳକୂଅରୁ ସିଧା ସଳଖ ଆମେ ପାଣି ପିଇ ଦେଉଥିଲୁ। ଏ କଥା ଏବେ ଭାବିଲା…

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri