Posted inଖେଳ

ବିଶ୍ୱକପ୍‌ ଟିମ୍‌ରେ ଯାଗା ମିଳିଲାନି: ଅଜବ ଢଙ୍ଗରେ ବିରୋଧ ପ୍ରଦର୍ଶନ କଲେ ପାକିସ୍ତାନୀ ଖେଳାଳି

ଇସଲମାବାଦ୍‌, ୨୧।୫: ମେ ୩୦ରୁ ଇଂଲଣ୍ଡରେ ଆୟୋଜିତ ହେହାକୁ ଥିବା କ୍ରିକେଟ ବିଶ୍ୱକପ୍‌ ପାଇଁ ଚୂଡାନ୍ତ ଦଳ ଘୋଷଣା କରିଛି ପାକିସ୍ତାନ। ଅନେକ ଦିନରୁ ଏକଦିବସୀୟ ମ୍ୟାଚ୍‌ ଖେଳୁ ନ ଥିବା ମହମ୍ମଦ ଅମିର ଏବଂ ଓ୍ବାହବ ରିଆଜଙ୍କ ଭଳି ଖେଳାଳିଙ୍କୁ ବିଶ୍ୱକପ୍‌ ଟିମରେ ସାମିଲ କରାଯାଇଥିଲାବେଳେ ଦଳର ନିୟମିତ ସଦସ୍ୟ ଥିବା ଜୁନୈଦ ଖାନ୍‌ ବିଶ୍ୱକପ୍‌ ଦଳରୁ ବାଦ୍‌ ଦିଆଯାଇଛି। ଏନେଇ ଟୁଇଟରରେ ଅଜବ ଢଙ୍ଗରେ ବିରୋଧ କରିଛନ୍ତି ଜୁନୈଦ। କଳା କପଡା ମୁହଁରେ ବାନ୍ଧି ନିଜର ଏକ ଫଟୋ ଟୁଇଟରରେ ସେ ଶେୟାର କରିଛନ୍ତି। ଏଥିରେ ସେ ଲେଖିଛନ୍ତି, ମୁଁ କିଛି କହିବାକୁ ଚାହୁଁନି, କାରଣ ସତ କହିବା ବହୁତ କଠିନ ହୋଇଥାଏ। ସୂଚନାଯୋଗ୍ୟ, ବିଶ୍ୱକପ ଦଳରେ ସାମିଲ ହୋଇଥିବା ଓ୍ବହାବ ରିଆଜ୍‌ ଦୁଇବର୍ଷ ପୂର୍ବେ ଶେଷ ଏକଦିବସୀୟ ମ୍ୟାଚ୍‌ ଖେଳିଥିଲେ। ତାଙ୍କୁ ଦଳରେ ନେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri