Posted inଖେଳ

ବିଶ୍ୱକପ୍‌ ପୂର୍ବରୁ ଜିମରେ ଝାଳ ବୁହାଇଲେ ହାର୍ଦ୍ଧିକ

ମୁମ୍ବାଇ, ୨୦।୫: ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଧିକ ପାଣ୍ଡ୍ୟା ଆଇପିଏଲରେ ସଫଳ ହେବା ପରେ ଏବେ ବିଶ୍ୱକପ୍‌ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି। ଏଥିପାଇଁ ଜିମ୍‌ରେ ଘଣ୍ଟା ଘଣ୍ଟା ଝାଳ ବୁହାଉଛନ୍ତି। ଶରୀରକୁ ଫିଟ୍‌ ରଖିବା ପାଇଁ ଜିମରେ ବିଭିନ୍ନ ପ୍ରକାର ବ୍ୟାୟାମ କରୁଛନ୍ତି। ସୋସିଆଲ ମିଡିଆରେ ସେ ଏହାର ଏକ ଭିଡିଓ ପୋଷ୍ଟ କରିଛନ୍ତି। ଏହାର କ୍ୟାପସନ୍‌ରେ ଆଗକୁ ବିଶ୍ୱକପ୍‌ ଆସୁଥିବାରୁ ବିଶ୍ରାମ ନେବାକୁ ସମୟ ନାହିଁ ବୋଲି ଲେଖିଛନ୍ତି। ସୂଚନାଯୋଗ୍ୟ, ଗତ ଆଇପିଏଲରେ ହାର୍ଦ୍ଧିକ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳି ୧୬ଟି ୪୦୨ ରନ୍‌ କରିବା ସହ ୧୪ଟି ଓ୍ବିକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରହସ୍ୟଘେରାରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri