ବିଶ୍ୱକପ୍‌ ଫାଇନାଲ: ପ୍ରଥମେ ବ୍ୟାଟିଂ କରିବ ନ୍ୟୁଜିଲାଣ୍ଡ

ଲଡର୍‌ସ,୧୪।୭- ଚଳିତ ବଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ବର୍ଷା ଯୋଗୁ ଟସ୍‌ ବିଳମ୍ବରେ ହୋଇଛି। ଟସ୍‌ ଜିତି ଗତଥରର ଫାଇନାଲିଷ୍ଟ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏଠାରେ ଖେଳାଯାଇଥିବା ୪ ବିଶ୍ୱକପ୍‌ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଦଳ ହିଁ ବିଜୟୀ ହୋଇଛି। ଏହି ରେକର୍ଡକୁ ଦୃଷ୍ଟିରେ ରଖି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ଏଭଳି ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳରେ କୌଣସି ପରିବର୍ତ୍ତନ ହୋଇନାହିଁ।
ନ୍ୟୁଜିଲାଣ୍ଡ ଦଳ: ମାର୍ଟିନ ଗୁପଟିଲ, ହେନ୍‌ରୀ ନିକୋଲାସ, କେନ ଓ୍ବିଲିୟମସନ (ଅଧିନାୟକ), ରସ ଟେଲର, ଜେମ୍ସ ନିଶାମ, ଟମ୍‌ ଲଥାମ (ଉଇକେଟକିପର), କଲିନ ଡେ ଗ୍ରାଣ୍ଡହୋମ, ମିଚେଲ ସାଣ୍ଟନର, ମ୍ୟାଟ୍ଟ ହେନ୍‌ରୀ, ଟ୍ରେଣ୍ଟ ବୋଲ୍ଟ ଓ ଲୋକି ଫର୍ଗୁସନ।
ଇଂଲଣ୍ଡ ଦଳ: ଜାସନ ରୟ, ଜନ୍ନି ବେଆରଷ୍ଟୋ, ଜୋ ରୁଟ, ଇଆନ ମୋର୍ଗାନ (ଅଧିନାୟକ), ବେନ ଷ୍ଟୋକ୍ସ, ଜୋସ ବଟଲର (ଉଇକେଟକିପର), କ୍ରିସ ଓ୍ବକ୍ସ, ଲିଆମ ପ୍ଲଙ୍କେଟ, ଜୋଫ୍ରା ଆର୍ଚର, ଆଦିଲ ରସିଦ ଓ ମାର୍କ ଉଡ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri