Posted inଫୁରସତ

ବିଶ୍ୱର ସବୁଠୁ ଦାମୀ କେକ୍‌, ଯାହା ଦେଖିବାକୁ ସୁନ୍ଦରୀ ଯୁବତୀ ସଦୃଶ

ବିଭିନ୍ନ ପ୍ରକାରର କେକ୍‌ ଦେଖିଥିବେ। କିନ୍ତୁ ସୁନ୍ଦରୀ ଯୁବତୀ ବା ସେଲିବ୍ରିଟି ଆକାରର କେକ୍‌ କେବେ ଦେଖିଛନ୍ତି କି? ଯଦି ନା ତେବେ ଏମିତି ଏକ କେକ୍‌ ଦେଖିବାକୁ ମିଳିଛି ଦୁବାଇରେ। ଡେବି ଓ୍ବିଂଘମ୍‌ ନାମକ ଜଣେ ମହିଳା ଏହି କେକ୍‌ର ଡିଜାଇନ୍‌ କରିଛନ୍ତି। ଯାହା ଏକ ସୁନ୍ଦରୀ ଯୁବତୀ ସଦୃଶ ଦେଖାଯାଉଛି। ଏହା କୌଣସି ମାମୁଲି କେକ୍‌ ନୁହେଁ, ଯିଏ ନାହିଁ ସେ କିଣିଦେବ। କାରଣ ଏହାର ଦାମ୍‌ ଶୁଣିଲେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଏହି କେକ୍‌ର ଦାମ୍‌ ୧ କୋଟିରୁ ଅଧିକ ରହିଛି।

ଏହାକୁ ବିଶ୍ୱର ସବୁଠୁ ଦାମୀ କେକ୍‌ କୁହାଯାଉଛି। ଯାହା ତିଆରି କରିବା ପାଇଁ ୧୦ ଦିନରୁ ଅଧିକ ଲାଗିଛି। ଏହି କେକ୍‌ରେ ୧୦୦୦ ଅସଲି ମୋତି, ୫୦୦୦ଫୁଲ, ୧୦୦୦ ଅଣ୍ଡା ଏବଂ ୨୫ କିଲୋଗ୍ରାମ ଚକୋଲେଟ୍‌ ବ୍ୟବହାର କରାଯାଇଛି। ଏହି କେକ୍‌ର ଓଜନ ୧ କ୍ୱିଣ୍ଟାଲ। ଏଥିସହିତ ଡେବିଙ୍କ ନାମ ମଧ୍ୟ ଦାମୀ କେକ୍‌ ତିଆରି କରିବା ପାଇଁ ବିଶ୍ୱ ରେକର୍ଡରେ ସ୍ଥାନ ପାଇଛି।

କେକ୍‌ଟିକୁ ଦୁବାଇର ଓ୍ବାର୍ଲଡ ଟ୍ରେଡ୍‌ ସେଣ୍ଟରର ଏକ ବ୍ରାଇଡାଲ ଶୋ’କେସ୍‌ରେ ରଖାଯାଇଛି। ଯାହାକୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ଜମିଛି। ଏହା ପୂର୍ବରୁ ଡେବି ସୋଫା, ଚେୟାର, କୁଣ୍ଡ, ଚପଲ ଆଦି ଆକୃତିର କେକ୍‌ ତିଆରି କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌: କେମିତି ଜୀବନ ବଞ୍ଚାଇବାକୁ ତଣ୍ଟି ଧରି ଦୌଡୁଛନ୍ତି ସତ୍ୟ, ପଛରେ…

ଭୁବନେଶ୍ୱର,୧୦।୨: ସାମ୍ନାକୁ ଆସିଲା ସତ୍ୟବ୍ରତ ହତ୍ୟା ମାମଲରେ CCTV ସତ। ସିସିଟିଭିରେ କଏଦ୍‌ ହୋଇଛି ସତ୍ୟଙ୍କ ମଡର ମିଷ୍ଟ୍ରି। ବେକ କଟିଯିବା ପରେ ସିସିଟିଭିରେ ସତ୍ୟବ୍ରତ ଦୌଡ଼ି…

ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି, ଆଜି ଚାଲିଗଲା ଜୀବନ: ଗଛ କାଟିବାବେଳେ…

ରାଜଗାଙ୍ଗପୁର,୧୦।୨: ଆସନ୍ତାକାଲି ଥିଲା ବାହାଘର, ଆଜି ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲାଞ୍ଜିବନା ଗାଁରେ। ଗଛ କାଟିବା ବେଳେ ୩୩ କେଭି ତାରରେ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଘଟଣା: ବଡ଼ ନିଷ୍ପତ୍ତି ନେଲେ ନିଶା, କୋର୍ଟରେ କରିବେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ଧର୍ମଘଟକୁ ମଧ୍ୟାହ୍ନଭୋଜନ ପାଚିକା, ସହାୟିକାଙ୍କ ସମର୍ଥନ

ଭୁବନେଶ୍ୱର,୧୦ା୨: ଆସନ୍ତା ୧୨ ତାରିଖରେ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ନାମ ପରିବର୍ତ୍ତନକୁ ବିରୋଧ କରିବା ସହ ଶ୍ରମିକ ବିରୋଧୀ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri