ବିଶ୍ୱରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୮।୫: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ଚେତାବନୀ ପରେ ଏବେ ଆମେରିକା, ବ୍ରାଜିଲ, ଭାରତ ଓ କିଛି ଲାଟିନ ଆମେରିକା ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଇଛି। ବୁଧବାର ସାରା ବିଶ୍ୱରେ ୧ ଲକ୍ଷ ୬ ହଜାରରୁ ଊର୍ଦ୍ଧ୍ୱ ନୂଆ ସଂକ୍ରମିତଙ୍କ୍‌ୁ ଚିହ୍ନଟ କରାଯାଇଥିବା ବେଳେ ଏବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୭ ଲକ୍ଷ ଅତିକ୍ରମ କରି ସାରିଛି। ଯାହା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୫୨୦୦ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ସାରା ବିଶ୍ୱରେ ମୃତକଙ୍କ ସଂଖ୍ୟା ୩ଲକ୍ଷ ୫୭ ହଜାରରେ ପହଞ୍ଚିଛି। ସୂଚନାଯୋଗ୍ୟ, ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱକୁ ବ୍ୟାପି ସାରିଥିବା ବେଳେ ଏହାର ଭ୍ୟାକ୍ସିନ ଖୋଜିବାରେ ଏବେ ପ୍ରାୟ ସମସ୍ତ ବିକାଶଶୀଳ ଦେଶ ଉଦ୍ୟମ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri