Posted inଫୁରସତ

ବିଶ୍ୱରେ ସବୁଠୁ ଉଚ୍ଚ ସ୍ବରରେ ବୋବାଉଥିବା ପକ୍ଷୀ

ଦୈନନ୍ଦିନ ଆଖପାଖରେ ଆମେ ପକ୍ଷୀମାନଙ୍କ ରାବ ବା ବୋବାଇବା ଶବ୍ଦ ଶୁଣିଥାଉ। କାଉ, କୋଇଲି, ହଳଦୀବସନ୍ତ, କୁମ୍ଭାଟୁଆ, ଘରଚଟିଆ ଆଦି ପକ୍ଷୀଙ୍କ ସ୍ବର ନିଶ୍ଚିତ ଆମ ସମସ୍ତଙ୍କ କାନରେ ପଡ଼ିଥାଏ। ମାତ୍ର ବିଶ୍ୱରେ ଏମିତି ଏକ ପକ୍ଷୀ ଅଛି, ଯାହାର ସ୍ବର ସବୁଠୁ ଉଚ୍ଚ। ଆମେରିକାର ଗବେଷକମାନେ ଏକ ରିସର୍ଚ୍ଚ କରି ଏହା ଜାଣିବାକୁ ପାଇଛନ୍ତି। ଧଳାରଙ୍ଗର ବେଲ୍‌ବାର୍ଡ ହେଉଛି ବିଶ୍ୱରେ ସବୁଠୁ ଉଚ୍ଚ ସ୍ବର କରୁଥିବା ପକ୍ଷୀ।

ମୈସାଚ୍ୟୁସେଟ୍‌ସ ୟୁନିଭର୍‌ସିଟିର ଗବେଷକଙ୍କ ମତରେ, ଅନ୍ୟ ପକ୍ଷୀମାନଙ୍କ ତୁଳନାରେ ଏହି ପକ୍ଷୀ ଖୁବ୍‌ ଉଚ୍ଚ ସ୍ବରରେ ବୋବାଇ ଥାଏ। ଏହା ପୂର୍ବରୁ ସ୍କ୍ରିମିଙ୍ଗ୍‌ ଫିୟାଜ୍‌ ପକ୍ଷୀ ଉଚ୍ଚ ସ୍ବରରେ ବୋବାଉଥିଲା। ମାତ୍ର ଏବେ ବେଲ୍‌ବାର୍ଡକୁ ବିଶ୍ୱରେ ପକ୍ଷୀମାନଙ୍କ ମଧ୍ୟରେ ସବୁଠୁ ଉଚ୍ଚ ସ୍ବରରେ ବୋବାଉଥିବା ପକ୍ଷୀ ଭାବେ ଗଣନା କରାଯାଉଛି। ଏପରିକି ୨୨୫ ଡେସିବେଲ୍‌ରୁ ଏହା ଅଧିକ ଉଚ୍ଚ ସ୍ବରରେ ବୋବାଇଥାଏ। ଏହା ଆମାଜନ୍‌ ଜଙ୍ଗଲରେ ଦେଖିବାକୁ ମିଳେ। ଗବେଷକଙ୍କ ଅନୁଯାୟୀ, ଏହା ମାଈ ବେଲ୍‌ବାର୍ଡକୁ ଆକର୍ଷିତ କରିବା ପାଇଁ ଏପରି ଉଚ୍ଚ ସ୍ବରରେ ବୋବାଇଥାଏ। ଏଥିସହିତ ଏହି ପକ୍ଷୀ ପେଟର ମାଂସପେଶୀକୁ ବିକଶିତ କରିଥାଏ। ଏହା ଉଚ୍ଚ ସ୍ବର ବେଶୀ ସମୟ ପର୍ଯ୍ୟନ୍ତ କରେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri