ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୪ ଅସୁସ୍ଥ

ଝରିଗାଁ,୨୬।୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚାଉଁରୀ ଗ୍ରାମରେ ମଙ୍ଗଳବାର ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୪ ଜଣ ଅସୁସ୍ଥ ହୋଇଛନ୍ତି। ସେମାନେ ହେଲେ ହରି ଗୌଡ଼(୫୦), ହାରାମଣି(୪୫), ପଦ୍ମା ଗୌଡ଼(୬୫) ଏବଂ ସନାଇ ଗୌଡ଼(୧୬) । ସୂଚନାଯେଗ୍ୟ, ଜଙ୍ଗଲରେ ଫୁଟିଥିବା ଛତୁକୁ ଖାଇ ସେମାନେ ଅସୁସ୍ଥ ହୋଇପଡ଼ିଥିଲେ। ପରେ ସେମାନଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ରହିଥିବା ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡାକ୍ତର ସିମନା ଗଣ୍ଡ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri