ବିଷାକ୍ତ ଫଳ ଖାଇ ଯୁବକଙ୍କ ଆତ୍ମହତ୍ୟା

ଧର୍ମଶାଳା/ଜେନାପୁର,୨୮।୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଅରିମୂଳ ଗ୍ରାମର ଜଣେ ଯୁବକ ବିଷାକ୍ତ ଫଳ ଖାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ଯୁବକ ଜଣଙ୍କ ବାବୁନୀ ମଳିକ (୧୯)। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୧୧/୧୯) ରୁଜୁକରି ବଡ଼ଚଣାରେ ମୃତଦେହ ବ୍ୟବଚ୍ଛେଦ କରି ତଦନ୍ତ ଚଳାଇଛି। ଅପରପକ୍ଷେ ବାପା ପୀତବାସ ମଲିକ ପୁଅ ମାନସିକ ରୋଗଗ୍ରସ୍ତ ଥିବାରୁ ଏପରି ହୋଇଥିବା ଥାନାରେ ଅଭିଯୋଗ କରିଥିବା ଜଣାପଡିଛି
ପ୍ରକାଶ ଯେ, ସୋମବାର ରାତିରେ ପରିବାର ଲୋକ ଶୋଇବା ପରେ ବାବୁନୀ ଘରେ ବିଷାକ୍ତ ଫଳ ଖାଇଦେଇଥିଲେ। ମଙ୍ଗଳବାର ସକାଳେ ଗୁରୁତର ଅବସ୍ଥାରେ ପରିବାର ଲୋକେ ଧର୍ମଶାଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ା ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଧର୍ମଶାଳା ପୋଲିସ ଧର୍ମଶାଳା ଡାକ୍ତରଖାନାରେ ପହଞ୍ଚତ୍ ମୃତଦେହ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri