ବିହାରର ମନ୍ତ୍ରୀ, ବିଧାୟକ ଭିନ୍ନ ଢଙ୍ଗରେ ଟିମ୍‌ ଇଣ୍ଡିଆକୁ ଜଣାଇଲେ ଶୁଭକାମନା

ପାଟନା, ୯।୭: ଆଇସିସି ବିଶ୍ୱକପରେ ମଙ୍ଗଳବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସେମିଫାଇନାଲ ଖେଳାଯିବ। ଭାରତର ବିଜୟ କାମନା କରି ଦେଶର ବିଭିଭନ୍ନ ସ୍ଥାନରେ ଯଜ୍ଞ, ପୂଜାର୍ଚ୍ଚନା କରାଯାଉଥିଲାବେଳେ ବିହାରର ମନ୍ତ୍ରିମଣ୍ଡଳର କିଛି ମନ୍ତ୍ରୀ ଏବଂ ବିଧାୟକ ଟିମ୍‌ ଇଣ୍ଡିଆକୁ ଶୁଭକାମନା ଜଣାଇଛନ୍ତି। ବିଧାନସଭାର ଶୀତକାଳୀନ ଅଧିବେଶନରେ ଭାଗ ନେବା ପୂର୍ବରୁ ହାତରେ ପ୍ଲା କାର୍ଡ ଧରି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ପ୍ରବେଶ କରିଥିଲେ। ଉକ୍ତ ପ୍ଲା-କାର୍ଡରେ ‘ଜିତିବରେ ଜିତିବ, ଟିମ, ଇଣ୍ଡିଆ ଜିତିବ’, ‘କୋହଲିଙ୍କ ଦଳ ଏଥର ବିଶ୍ୱକପ୍‌ ଆଣିବ’ ଭଳି ସ୍ଲୋଗାନମାନ ଲେଖାଥିଲା।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟମଣ୍ଡଳ କ୍ରୀଡ଼ା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri