Posted inଜାତୀୟ

ବିହାରରେ ପ୍ରବଳ ବନ୍ୟା, ୧୦ ମୃତ୍ୟୁ, ୧୩ ଟ୍ରେନ ବାତିଲ

ପାଟନା,୨୯।୯: ବିହାରରେ ବନ୍ୟା ପରିସ୍ଥିତି ଅସମ୍ଭାଳ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ଯୋଗୁ ରାଜ୍ୟରେ ଏପର୍ଯ୍ୟନ୍ତ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟର ୧୫ଟି ଜିଲାରେ ହାଇଆଲର୍ଟ ଘୋଷଣା କରାଯାଇଛି। ବନ୍ୟାକୁ ଦୃଷ୍ଟିରେ ରଖି ୧୩ଟି ଟ୍ରେନ୍‌ ବାତିଲ କରାଯାଇଛି। ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ଯୋଗୁ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଭାଗଲପୁର ଜିଲାରେ କାନ୍ଥ ପଡି ୩ଜଣଙ୍କ ମୃତ୍ୟୁ ହୋଇଛି। ଶାରଦୀୟ ନବରାତ୍ର ପାଇଁ ଯାଇଥିଲାବେଳେ ଏଭଳି ଅଘଟଣ ଘଟିଛି। ଘଟଣାସ୍ଥଳରେ ଏନଡିଆରଏଫ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛି। ସେହିପରି ଦାନାପୁରରେ ଗଛ ପଡି ୪ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୩ ମହିଳା ଏବଂ ଜଣେ ଶିଶୁ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ଯୁଦ୍ଧ ମଧ୍ୟରେ ଆଡଭାଇଜରି ଜାରି କଲା DGCA: ଏହି ୯ଟି ଦେଶର ଆକାଶମାର୍ଗରେ ଯାତ୍ରା ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ,୨୦ା୩: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଯୁଦ୍ଧଗ୍ରସ୍ତ ଉପସାଗରୀୟ ଅଞ୍ଚଳରେ ୯ଟି ଦେଶର ଆକାଶମାର୍ଗକୁ ଏଡ଼ାଇବା ପାଇଁ ପରାମର୍ଶ ଦେଇଛି। ଏହି ଅଞ୍ଚଳରେ ଚାଲିଥିବା ସଂଘର୍ଷ…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri