ବିହାରୀ ଯୁବକଙ୍କୁ ବିବାହ କରିବାକୁ ଚାହାନ୍ତି କଙ୍ଗନା

ପାଟ୍‌ନା: ଭଲ ବିହାରୀ ପୁଅଟିଏ ମିଳିଲେ ବିବାହ କରିବି। ଏଭଳି କିଛି ମନ୍ତବ୍ୟ ଦେଇ ଚର୍ଚ୍ଚାରେ ପଙ୍ଗା ଅଭିନେତ୍ରୀ କଙ୍ଗନା ରାଣାଓ୍ବତ। ପାଟ୍‌ନାରେ ଆୟୋଜିତ ଫିଲ୍ମ ପ୍ରମୋଶନ କାର୍ଯ୍ୟକ୍ରମରେ ବିବାହକୁ ନେଇ ଆଗାମୀ ଯୋଜନା ବିଷୟରେ କଙ୍ଗନାଙ୍କୁ ପଚରା ଯାଇଥିଲା। ଉତ୍ତରରେ କଙ୍ଗନା କହିଛନ୍ତି, ପୂର୍ବେ ଝିଅଟିଏ ନିଜ ପସନ୍ଦରେ ବିବାହ କରୁଥିଲା। ଏବେ ଏହି ପରମ୍ପରା ଶେଷ ହୋଇ ଆସିଲାଣି। ମୁଁ କେଉଁଭଳି ଭାବେ ବିବାହ ପାଇଁ ପୁଅ ପସନ୍ଦ କରିବି। ଏଣୁ ବିବାହ ପାଇଁ ଏଠାରେ ସ୍ବୟଂବରର ଆୟୋଜନ କରନ୍ତୁ। ଭଲ ବିହାରୀ ପୁଅ ମିଳିଗଲେ ସେଟଲ ହୋଇଯିବି।

ଏହି ଅବସରରେ ଆଗାମୀ ଦିନରେ ସେ ଅଯୋଧ୍ୟା ପରେ ଫିଲ୍ମ ଚନ୍ଦ୍ରଗୁପ୍ତ ମୋର୍ଯ୍ୟ ଉପରେ କାମ କରିବେ ବୋଲି କହିଛନ୍ତି। କାର୍ଯ୍ୟକ୍ରମରେ କଙ୍ଗନା ରବି କିଶନଙ୍କ ସହ ଭୋଜପୁରୀ ଗୀତରେ ମନଭରି ନାଚିଥିଲେ। ଏହି ସମୟର କିଛି ଫଟୋ କଙ୍ଗନାଙ୍କ ଭଉଣୀ ରଙ୍ଗୋଲୀ ନିଜ ଟୁଇଟରରେ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri