ବୀମାରାଶି ନ ମିଳିବା ପ୍ରତିବାଦରେ ଚାଷୀଙ୍କ ଧାରଣା

ଆରଡ଼ି,୧୮।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକର ପାଳସାହି ସେବା ସମିତି ଅଧୀନରେ ଥିବା ଚାଷୀମାନଙ୍କୁ ଗତବର୍ଷ ଖରିଫ ଫସଲ ବୀମା ରାଶି ମିଳିନାହିଁ। ଏହାର ପ୍ରତିବାଦ ସ୍ବରୂପ ପାଳସାହି ଓ ରଇପୁର ପଞ୍ଚାୟତର ଶତାଧିକ ଚାଷୀ ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଧାରଣା ଦେବା ସହ ବିକ୍ଷୋଭ କରିଛନ୍ତି। ସୁଶାନ୍ତ ନାୟକ, ପ୍ରମୋଦ ନାୟକ, ଅନୀଲ ଦାସ, ନିମାଇଁ ବାରିକ, ଗୌରାଙ୍ଗ ମହାନ୍ତି, ରତ୍ନାକର ଜେନା, ରାଧାଶ୍ୟାମ ସାହୁ ପ୍ରମୁଖ ଧାରଣାର ନେତୃତ୍ୱ ନେଇଛନ୍ତି। ଧୂଷୁରୀ ଥାନାଧିକାରୀ ପ୍ରଫୁଲ୍ଲ କୁମାର ସିଂଙ୍କ ସହ ଅନ୍ୟ ପୋଲିସ କର୍ମଚାରୀ ଧାରଣାସ୍ଥଳରେ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଯୁବକ ସଂଘ ପକ୍ଷରୁ ରାସ୍ତା ସଫେଇ ଅଭିଯାନ: ଗ୍ରାମବାସୀଙ୍କ ପ୍ରଶଂସା

କର୍ଲାମୁଣ୍ଡା,୨୭।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ରାଧା ମାଧବ ଯୁବକ ସଂଘ ପକ୍ଷରୁ ଗାଁର ପରିବେଶକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ଲକ୍ଷ୍ୟରେ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….

ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି…

୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର

ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri