ରାଉରକେଲା ଅଫିସ,୨୩।୫: ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବୀରମିତ୍ରପୁର ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଶଙ୍କର ଓରାମ ଆଗୁଆ ରହିଛନ୍ତି। ଶଙ୍କର ୧୬୪୮ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ମଖଲୁ ଏକ୍କା ୧୩୮୯ ଓ କଂଗ୍ରେସର ରୋହିତ ଯୋଶେଫ ତିର୍କୀ ୧୪୦୮ ଭୋଟ ପାଇଛନ୍ତି।
ରାଉରକେଲା ଅଫିସ,୨୩।୫: ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବୀରମିତ୍ରପୁର ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଶଙ୍କର ଓରାମ ଆଗୁଆ ରହିଛନ୍ତି। ଶଙ୍କର ୧୬୪୮ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ମଖଲୁ ଏକ୍କା ୧୩୮୯ ଓ କଂଗ୍ରେସର ରୋହିତ ଯୋଶେଫ ତିର୍କୀ ୧୪୦୮ ଭୋଟ ପାଇଛନ୍ତି।
ନିଜ ରାଜ୍ୟ କ୍ୟାଡରରେ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଯୁବ ଆଇପିଏସ୍ ଅଧିକାରୀଙ୍କୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର କାର୍ଯ୍ୟଧାରା ଓ ପ୍ରାଥମିକତା ସହ ପରିଚିତ କରାଇବା ପାଇଁ…
ପଟ୍ଟାଙ୍ଗି,୭ା୧୧(ଶରତ କୁମାର ଧଳ):କୋରାପୁଟ ଜିଲା କୋଟିଆ ପଞ୍ଚାୟତରେ ଆନ୍ଧ୍ର ନିର୍ବାଚନକୁ ନେଇ କିଛିଦିନ ଧରି ଓଡ଼ିଶା-ଆନ୍ଧ୍ରର ପ୍ରଶାସନିକ ଅଧିକାରୀ ଏବଂ ନେତା ମୁହଁାମୁହିଁ ହୋଇଥିଲେ। ସୀମାନ୍ତରେ ପ୍ରତିଦିନ…
ନୂଆଦିଲ୍ଲୀ,୭।୧୧: ୨୦୨୭ ଆଇସିସି ପୁରୁଷ ଦିନିକିଆ ବିଶ୍ୱକପକୁ ନେଇ ବଡ଼ ଘୋଷଣା କରିଛି ଆଇସିସି। ଆସନ୍ତା ଡିସେମ୍ବର ୪ରୁ ନେପାଳରେ ଆରମ୍ଭ ହେବ ୱାଲର୍ଡ କପ କ୍ୱାଲିଫାୟର…
ନ୍ୟୁ ଚଣ୍ଡୀଗଡ଼,୭।୧୧: ଭାରତୀୟ ମହିଳା କ୍ରିକେଟ୍ରେ ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି ଷ୍ଟାର ସ୍ପିନର ବୈଷ୍ଣବୀ ଶର୍ମା। ମାତ୍ର ୪ଟି ବଲ୍ରେ ଲଗାତାର ୪ଟି ଉଇକେଟ ନେଇ…
କୋଲକାତା,୭ା୧୧: ସୋସିଆଲ ମିଡିଆ ପାଇଁ ରିଲ୍ସ କରିବା ନିଶାରେ ଜଣେ ନାବାଳକଙ୍କ ଆଖିରେ ପଟି ବାନ୍ଧି ତାଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ଅଭିଯୋଗରେ…
ନୂଆଦିଲ୍ଲୀ, ୭ା୧୧: ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) କ୍ରିମି ଲେୟର ବା ସ୍ବଚ୍ଛଳ ବର୍ଗ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ତାଙ୍କର ଗତ ମାର୍ଚ୍ଚ ୧୧ର ରାୟକୁ ଦୋହରାଇଛନ୍ତି।…
ରାଞ୍ଚତ୍, ୭ା୧୧: ଆଦିବାସୀ ଅଧିକାର କର୍ମୀ ତଥା ନେତ୍ରୀ ନିଶା ଭଗତ ଶୁକ୍ରବାର ଝାଡ଼ଖଣ୍ଡ ସରକାରଙ୍କ ବିରୋଧରେ ଅଭିଯୋଗ ଆଣି ଫେସ୍ବୁକ୍ରେ ଲାଇଭ ଆସିବା ସମୟରେ ରାଞ୍ଚତ୍ସ୍ଥିତ…
ନୂଆଦିଲ୍ଲୀ, ୭ା୧୧: ଦିଲ୍ଲୀ-ଏନ୍ସିଆର୍ରେ ବାୟୁ ପ୍ରଦୂଷଣ ସଙ୍କଟ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ଗାଡ଼ିମୋଟରରୁ ନିର୍ଗତ ଧୂଆଁକୁ ସର୍ବୋଚ୍ଚ ଅଦାଲତ ବାୟୁ ଗୁଣବତ୍ତା…