Posted inଖେଳ

ବୀରେନ୍ଦ୍ର ସେହ୍ବାଗଙ୍କ ଟୁଇଟ ଦେଖି ହସି ହସି ଗଡିଲେ ୟୁଜର୍ସ

ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ବେଳେବେଳେ ସେ ଏମିତି ମଜାଳିଆ ଟୁଇଟ୍‌ କରନ୍ତି ଯାହା ଭାଇରାଲ ହୋଇଥାଏ। ନିକଟରେ ସେ ଏକ ଭିଡିଓ ଟୁଇଟ୍‌ କରିଥିଲେ, ଯାହା ଦେଖି ଯୁଜର୍ସ ହସି ହସି ସେହ୍ବାଗଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି। ଏପର୍ଯ୍ୟନ୍ତ ଏହି ଭିଡିଓକୁ ପ୍ରାୟ ୧୮୪ ହଜାର ୟୁଜର୍ସ ଦେଖିସାରିଲେଣି। ଭିଡିଓଟିରେ ଜଣେ ବିଦ୍ୟାଳୟ ଛାତ୍ର ପ୍ରାର୍ଥନା ସଭାରେ ହାତ ଯୋଡି ପ୍ରାର୍ଥନା କରୁଥିବାବେଳେ ତା’ଭିତରେ କେମିତି ଲଲିପପ୍‌ ଖାଉଛନ୍ତି ତାହା ଦେଖିବାକୁ ମିଳିଛି। ୩୦ ସେକେଣ୍ଡର ଏହି ଭିଡିଓରେ ଅନ୍ୟ ଛାତ୍ରୀଛାତ୍ରମାନେ ମିଳିତ ଭାବେ ‘ଇତନି ଶକ୍ତି ହମେ ଦେନା ମାତା’ ପ୍ରାର୍ଥନା ଗାଉଥିଲାବେଳେ ଉକ୍ତ ଛାତ୍ରଜଣଙ୍କ ଯୋଡହସ୍ତ ମଧ୍ୟରେ ଲଲିପପ୍‌ଟିକୁ ରଖି ଖାଉଥିବା ଦେଖାଯାଇଥିଲା। ଏହି ଭିଡିଓଟି ଶେୟାର କରି ସେହ୍ବାଗ କ୍ୟାପସନ ଦେଇଥିଲେ ‘ଏହି ପିଲାଟିର ଜଲଓ୍ବା ସମ୍ପୂର୍ଣ୍ଣ ଭିନ୍ନ। ଆପଣମାନେ କେହି ଏଭଳି କାମ କରୁଥିଲେ କି?’ ଟୁଇଟ ଦେଖି ଯୁଜର୍ସ ଲାଫିଙ୍ଗ୍‌ ଇମୋଜି ଦେବା ସହ କେବଳ ସେହ୍ବାଗ ହିଁ ଏଭଳି ମଜାକ୍‌ କରିପାରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri