ବୁଗୁଡ଼ା,୨୮ା୪(ଡି.ଏନ.ଏ.)-ବୁଗୁଡ଼ା ବ୍ଲକର ୩ ସନ୍ଦିଗ୍ଧଙ୍କୁ ପରୀକ୍ଷା ପାଇଁ ସୋମବାର ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଥିବା ବିଡିଓ ତଥା ନୋଡାଲ ଅଧିକାରୀ ତନ୍ମୟ ପାତ୍ର କହିିଛନ୍ତି। ଭୁବନେଶ୍ୱର ବମିଖାଲ ଅଞ୍ଚଳରୁ ଫେରିଥିବା ମୋଟାବାଡ଼ି ପଞ୍ଚାୟତ ଅଞ୍ଚଳର ଜନୈକ ବ୍ୟକ୍ତି ସଂଗରୋଧ କେନ୍ଦ୍ରରେ ଥିବା ବେଳେ ତାଙ୍କର କରୋନାର କେତେକ ଲକ୍ଷଣ ଦେଖାଯିବା ଯୋଗୁ ତାଙ୍କୁ ବ୍ରହ୍ମପୁର ପରୀକ୍ଷା ପାଇଁ ପଠାଯାଇଥିଲା। ସେହିପରି ସୁନ୍ଦରଗଡ଼ରୁ ଫେରିଥିବା ଜଣେ ଓ ପଶ୍ଚିମବଙ୍ଗରୁ ଫେରିଥିବା ଆଉ ଜଣେ ବ୍ୟକ୍ତି ସଂଗରୋଧ କେନ୍ଦ୍ରରେ ଥିବା ବେଳେ ତାଙ୍କର ମଧ୍ୟ କେତେକ ଲକ୍ଷଣ ଦେଖାଯିବା ଯୋଗୁ ଏମାନଙ୍କୁ ମଧ୍ୟ ପରୀକ୍ଷା ପାଇଁ ବ୍ରହ୍ମପୁର ପଠାଯାଇଛି। ମଙ୍ଗଳବାର ଆଉ ୨ ଜଣଙ୍କୁ ପରୀକ୍ଷା ପାଇଁ ପଠାଯିବ ବୋଲି ବିଡିଓ କହିଛନ୍ତି।
ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…
ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ
ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…
ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ
ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…
ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ
ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…
ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ
ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…
ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…
ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ
ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…
ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ
ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

