ରାଇକିଆ,୧୫ା୬(ଡି.ଏନ.ଏ)-କନ୍ଧମାଳ ଜିଲା ରାଇକିଆ ଥାନା ବୁଡ଼ାମାହା ଗ୍ରାମରେ ୨୦୧୪ ମାର୍ଚ୍ଚ ୧୧ ତାରିଖ ରାତିରେ ନନ୍ଦିରା ପ୍ରଧାନ ଓ ଯାଦବ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଏହି ଡବଲ ମର୍ଡ଼ର ଘଟଣାର ମୁଖ୍ୟ ଅଭିଯୁକ୍ତ ଅବଦୁଲ କେଶରୀ ପ୍ରଧାନ ଓରଫ ପିଣ୍ଟୁଙ୍କୁ ଶୁକ୍ରବାର ରାଇକିଆ ପୋଲିସ ଭୁବନେଶ୍ୱରରୁ ଗିରଫ କରିଛି। ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ନରେଶ ସାହୁ ପ୍ରକାଶ କରଛନ୍ତି। ସୂଚନାଯୋଗ୍ୟ,୨୦୧୪ ମାର୍ଚ୍ଚ ୧୨ ତାରିଖରେ ମଣ୍ଡାକିଆ ପଞ୍ଚାୟତର ବୁଡ଼ାମାହା ଛକ ନିକଟ ବିଶ୍ରାମଗାର ପାଖରେ ନନ୍ଦିରା ଓ ଯାଦବଙ୍କ ମୃତଦେହ ପଡ଼ିଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ ା ପାରିପାର୍ଶ୍ୱିକ ପରିସ୍ଥିତିକୁ ଅନୁଧ୍ୟାନ କରି ପୋଲିସ ପ୍ରଥମେ ଉଭୟେ ନିଶାସକ୍ତ ହୋଇ ପରସ୍ପରକୁ ପଥରରେ ଆକ୍ରମଣ କରିବା ଯୋଗୁ ସେମାନଙ୍କ ମୃତ୍ୟୁ ଘଟିଥିବା ନେଇ ସନ୍ଦେହ କରିଥିଲା। ଏ ନେଇ ସେ ସମୟରେ ଏକ ଅପମୃତ୍ୟୁ (ନଂ. ୧/୧୪) ରୁଜୁ କରାଯାଇଥିଲା ା ପରବର୍ତ୍ତୀ ସମୟରେ ତଦନ୍ତ ବଢିବା ସହ ଏହା ଏକ ହତ୍ୟାକାଣ୍ଡ ଏବଂ ଏଥିରେ ଏକାଧିକ ଲୋକ ସଂପୃକ୍ତ ନେଇ ସନ୍ଦେହ ହୋଇଥିଲା। ଏହାକୁ ଆଧାର କରି ପୋଲିସ ପୁଣି କେସ ନଂ ୧୦୦/୧୮କୁ ପରିବର୍ତ୍ତନ କରି ତଦନ୍ତକୁ ଗତିଶୀଳ କରିଥିଲା ା ଅଭିଯୁକ୍ତ ଭୁବନେଶ୍ୱରରେ ଥିବା ନେଇ କାୈଣସି ସୂତ୍ରରୁ ଖବରପାଇ ପୋଲିସ ସେଠାରୁ ତାଙ୍କୁ ଗିରଫ କରିଥିଲା। ା
ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨
ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…
ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍ ଚାମ୍ପିୟନ
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…
ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…
ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…
ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍ ହୋଇ ଶବଦାହ କଲେ ଗ୍ରାମବାସୀ
ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…
ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…
ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…
‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’
ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…
ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…
ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…
Archives

