ଖଲ୍ଲିକୋଟ,୧୫।୧୧(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ବିକ୍ରମପୁର ଗ୍ରାମ ଚଣ୍ଡିମନ୍ଦିର ନିକଟ ବୁଦାମୂଳରୁ ଗୁରୁବାର ସନ୍ଧ୍ୟାରେ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ବିକ୍ରମପୁର ଗ୍ରାମର ଅର୍ଜ୍ଜୁନ ଜେନା ଓ ତାଙ୍କ ସ୍ତ୍ରୀ ସନ୍ଧ୍ୟାରେ ଚଣ୍ଡିମନ୍ଦିର ନିକଟ ଦେଇ ଯାଉଥିବା ବେଳେ ଶିଶୁଟିର କାନ୍ଦ ଶୁଣିଥିଲେ। ସେମାନେ ବୁଦାମୂଳୁ ଶିଶୁଟିକୁ ଉଦ୍ଧାର କରି ଖଲ୍ଲିକୋଟ ଡାକ୍ତରଖାନାକୁ ଆଣିଥିଲେ। ପରେ ତାହାକୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି। ତେବେ ଶିଶୁଟିକୁ କିଏ ଓ କିଭଳି ପରିସ୍ଥିତିରେ ପକାଇଥିଲା ତାହା ଜଣାପଡ଼ି ନାହିଁ।
Posted inଆମ ଜିଲା ଖବର, ଗଞ୍ଜାମ View All
ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ
କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…
ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା
ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…
ଚେକ୍ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…
ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍ଏଫ୍ସି କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…
ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ
କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…
ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…
ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…
ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା
ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…
ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି
ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…
କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍ଆଣ୍ଡ୍ଟି କର୍ମଚାରୀଙ୍କ ମୃତ୍ୟୁ
ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

