ବୁଧବାର ବନକଲାଗି, ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ତାଙ୍କ ସୂଚନା ମୁତାବକ, ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ବନ୍ଦ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri