Posted inଜାତୀୟ

ବୁଧବାର ରାଜ୍ୟ ସଭାରେ ଆଗତ ହେବ ନାଗରିକତା ସଂଶୋଧନ ବିଲ୍‌

ନୂଆଦିଲ୍ଲୀ,୧୦।୧୨: ନାଗରିକତା ସଂଶୋଧନ ବିଲ୍‌ ଲୋକସଭାରେ ଗୃହୀତ ହୋଇଛି। ଏବେ ଏହାକୁ ବୁଧବାର ରାଜ୍ୟ ସଭାରେ ଉପସ୍ଥାପନ କରାଯିବ। ନାଗରିକତା ସଂଶୋଧନ ବିଲ୍‌ରେ ୧୯୫୫ ନାଗରିକତା ଅଧିନିୟମରେ କେତେକ ପରିବର୍ତ୍ତନ ଅଣାଯାଇଛି। ଏହାଦ୍ୱାରା ପାକିସ୍ତାନ, ଆଫଗାନୀସ୍ତାନ, ବାଂଲାଦେଶ ଆଦି ଦେଶରୁ ଭାରତକୁ ୨୦୧୪ ଡିସେମ୍ବର ୩୧ ସୁଦ୍ଧା ଆସିଥିବା ହିନ୍ଦୁ, ଶିଖ୍‌, ବୌଦ୍ଧ, ଜୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନ୍‌ ପ୍ରଭୃତି ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ପ୍ରଦାନ କରାଯିବ। ଭାଜପା ପାଖରେ ଆବଶ୍ୟକ ୧୨୧ ସଦସ୍ୟଙ୍କଠାରୁ ଅଧିକ ସଦସ୍ୟ ଥିବାରୁ ରାଜ୍ୟ ସଭାରେ ଏହି ବିଲ୍‌ ସହଜରେ ଗୃହୀତ ହେବ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ…

ସ୍କୁଲ ପରିସରରେ ରୋମାନ୍ସ କରିବା ପଡ଼ିଲା ମହଙ୍ଗା: ଭାଇରାଲ ଭିଡିଓ ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ…

କନ୍ନୌଜ,୧୬।୭: ଉତ୍ତର ପ୍ରଦେଶର କନ୍ନୌଜ ଜିଲା ସୌରିଖ ବ୍ଲକସ୍ଥିତ ବଝେଡ଼ି କମ୍ପୋଜିଟ ବିଦ୍ୟାଳୟରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା…

୯ କିଲୋ ଓଜନ କମିଲାଣି: ସୋନମ୍ ୱାଙ୍ଗଚୁକ୍‌ଙ୍କ ଆମରଣ ଅନଶନକୁ ନେଇ ଆଜି ଦିଲ୍ଲୀ ହାଇକୋର୍ଟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୬।୭: ଜନ୍ତରମନ୍ତରଠାରେ ଅନଶନରେ ବସିଥିବା ବିଶିଷ୍ଟ ସମାଜସେବୀ ସୋନମ ଓ୍ୱାଙ୍ଗଚୁକଙ୍କ ବିଗୁଡ଼ୁଥିବା ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଆସନ୍ତା ଗୁରୁବାର ଦିଲ୍ଲୀ ହାଇକୋର୍ଟ ଏକ ଜନସ୍ୱାର୍ଥ ମାମଲାର ଜରୁରୀ…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri