ବୁଲାକୁକୁରଙ୍କୁ ସାହାରା ଦେବା ପାଇଁ ୧୪ ଶହ କିମି ପାଦରେ ଚାଲିଲେ ଏହି ବ୍ୟକ୍ତି

ମେକ୍ସିକୋ,୧୨।୧୧:ସାଧାରଣତଃ ରାସ୍ତାରେ ବୁଲୁଥିବା କୁକୁରଙ୍କୁ କେହି ଧ୍ୟାନ ଦେଇ ନ ଥାନ୍ତି। କେହି ବୁଲାକୁକୁରଙ୍କୁ ଢେଲା ଫୋପାଡିଲାଣି ତ ଆଉ କିଏ ପାଣି। ଏମିତି ଅସହାୟ ଅବସ୍ଥାରେ ଜୀବନ ବିତାନ୍ତି ବୁଲାକୁକର। କିନ୍ତୁ ମେକ୍ସିକୋର ଜଣେ ବ୍ୟକ୍ତି ବୁଲାକୁକୁରଙ୍କୁ ସାହାରା ଦେବା ପାଇଁ ଆଗେଇ ଆସିଛନ୍ତି। ସେ ହେଉଛନ୍ତି ଏଡଗାର୍ଡୋ ପେରୋସ। ଷ୍ଟୁଆର୍ଟ ଓ୍ବିଲିୟମ୍ସ ନାମକ ଜଣେ ଫଟୋଗ୍ରାଫର ନିଜ କ୍ୟାମେରାରେ ଏଡଗାର୍ଡୋଙ୍କ କାହାଣୀ ଶୁଟ୍‌ କରି ନିଜ ସୋସିଆଲ ମିଡିଆରେ ଛାଡିଛନ୍ତି। ବୁଲାକୁକୁରଙ୍କୁ ଏକ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ୧୪ ଶହ କିମି ପାଦରେ ଚାଲିଛନ୍ତି ଏଡଗାର୍ଡୋ। ଏକ ଟ୍ରଲିରେ ସେ କୁକୁରଙ୍କୁ ବୋହି ନେଇଯାଉଥିଲାବେଳେ ଷ୍ଟୁଆର୍ଟଙ୍କ ନଜର ପଡିଥିଲା। ପରେ ସେ ତାଙ୍କ ପାଖରେ ଅଟକି ପୂରା କାହାଣୀ ଶୁଣିଥିଲେ। ଗତ ୬ ବର୍ଷ ଭିତରେ ୫୦୦ରୁ ଊର୍ଦ୍ଧ୍ୱ ଆହତ ବୁଲାକୁକୁରଙ୍କ ଚିକିତ୍ସା କରି ଜୀନବ ବଞ୍ଚାଇଛନ୍ତି। ୪୯ ବର୍ଷୀୟ ଏଡଗାର୍ଡୋଙ୍କ କହିବା ଅନୁଯାୟୀ, ବାକି ଜୀବନ କୁକୁରଙ୍କ ସେବାରେ ଲଗାଇବାକୁ ଚାହେଁ। ସେମାନଙ୍କୁ ସହାୟତା କରିବା ଆମ ଧର୍ମ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri