ବୁଲି ଯିବାର ପ୍ଲାନିଂ ଥିଲେ…

କେଉଁଠିକି ବୁଲିଯିବାର ଥିଲେ ମନରେ ଯେତିକି ଉତ୍ସାହ ରହିଥାଏ,ତା’ ଠୁ ଜିନିଷପତ୍ରକୁ ଠିକ୍‌ଭାବେ ପ୍ୟାକ୍‌ କରିବାକୁ ନେଇ ଅଧିକ ଚିନ୍ତା ଥାଏ । ସାଧାରଣତଃ ଜିନିଷପତ୍ରକୁ ସଜାଇ ନ ରଖିଲେ ଠିକ୍‌ ସମୟରେ ଖୋଜିଲା ବେଳେ ସେଗୁଡିକ ସହଜରେ ମିଳି ନ ଥାଏ। ଆସନ୍ତୁ ଜାଣିବା ଟ୍ରାଭେଲ ସମୟରେ ଜିନିଷ ପ୍ୟାକିଂ କରି କେଉଁଠି ରଖିବେ ଓ କାହିଁକ…

ପ୍ରଥମେ ସୁଟ୍‌କେସ୍‌କୁ ତଳେ ପୂରା ଖୋଲା କରି ରଖନ୍ତୁ।
ମୋଜାକୁ ଜୋତା ଭିତରେ ରଖିଦିଅନ୍ତୁ। ଏହାପରେ ଜୋତାକୁ ସୁଟ୍‌କେସ୍‌ରେ ରଖିଦିଅନ୍ତୁ। ଏହାଦ୍ୱାରା ଆପଣଙ୍କ ମୋଜା ହଜିବ ନାହିଁ ଓ ଜୋତା ବି ହଜିବ ନାହିଁ।
ଜୋତା ଉପରେ ମୋଟା କପଡ଼ା ଯେମିତି ଜିନ୍ସ,ସ୍ବେଟରର ଛୋଟ ଛୋଟ ଫୋଳ୍ଡ କରି ତଳେ ରଖନ୍ତୁ ,ଏହାଦ୍ୱାରା ଆପଣଙ୍କ ସୁଟ୍‌କେସ୍‌ରେ ଅଧିକ ଜାଗା ରହିବ।
ଯଦି ଆପଣଙ୍କ ପାଖରେ ଏମିତି ଜିନିଷ ଅଛି ଯାହା ସହଜରେ ଭାଙ୍ଗିଯିବ,ତେବେ ଏହି ଜିନିଷକୁ ମଝି ସ୍ଥାନରେ ରଖନ୍ତୁ। ଏପରି କରିବା ଦ୍ୱାରା ଆପଣଙ୍କ ଜିନିଷ ସୁରକ୍ଷିତ ରହିବ।
ଏହାପରେ ଟି ଶାର୍ଟ,ସ୍କାର୍ଫ ଆଦିକୁ ଫୋଲ୍ଡ କରି ରଖନ୍ତୁ।
ଭଲ ହେବ କପଡ଼ାକୁ ପ୍ଲାଷ୍ଟିକ୍‌ ବ୍ୟାଗ୍‌ରେ ଫୋଲ୍ଡ କରି ରଖନ୍ତୁ,ଏହାଦ୍ୱାରା ଗୋଟିଏ କପଡ଼ାର ରଙ୍ଗ ଅନ୍ୟ କପଡ଼ାରେ ଲାଗିବ ନାହିଁ। ଏହା ସହ କପଡ଼ା ମଧ୍ୟ ଲୋଚାକୋଚା ହେବ ନାହିଁ।
ରୁମାଲ ଓ ଛୋଟ ଛୋଟ ଜିନିଷକୁ ହାତ ପାଖ ଛୋଟ ପର୍ସରେ ରଖନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri