ମୁମ୍ବାଇ,୨।୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରେ ବସିବା ପରେ ଉଦ୍ଧବ ଠାକରେ ବୁଲେଟ୍ ଟ୍ରେନ୍ ପରିଯୋଜନା ସହ ମହାରାଷ୍ଟ୍ରର ଅନ୍ୟ ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା ପାଇଁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି। ବୁଲେଟ୍ ଟ୍ରେନ୍ ପରିଯୋଜନାକୁ କୃଷକ ଓ ଅନୁସୂଚିତ ଜନଜାତି ବିରୋଧ କରୁଛନ୍ତି। କାରଣ ଏଥିରେ ସେମାନଙ୍କୁ ଜମି ହରାଇବାକୁ ପଡୁଛି। ହେଲେ ଏହାକୁ ସରକାର ଅଧିଗ୍ରହଣ କରୁଛନ୍ତି। ରବିବାର ରାତିରେ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ ଉଦ୍ଧବ କହିଛନ୍ତି ଏହାର ସମୀକ୍ଷା ନିର୍ଦ୍ଦେଶ ଦିଆଯାଇଛି। କାରଣ ଏ ସରକାର ସାଧାରଣ ଜନତାଙ୍କ ସରକାର।
ଅଭିଷେକଙ୍କୁ ଏମିତି କମେଣ୍ଟ ମାରିଲେ ଇଶାନ କିଶନ: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୨୮।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍ରେ ଭାରତୀୟ ଦଳ ୬ ଉଇକେଟ୍ରେ ଦମ୍ଦାର ବିଜୟ ହାସଲ କରିଛି। ଭାରତୀୟ ବ୍ୟାଟରଙ୍କ ବିସ୍ଫୋରକ ବ୍ୟାଟିଂ ଆଗରେ ନ୍ୟୁଜିଲାଣ୍ଡର…
ନଭେମ୍ୱରରେ ଏହି ୪ ରାଶିଙ୍କ ଗୋଲଡେନ ଟାଇମ୍ ଆରମ୍ଭ; ମିଳିବ ପ୍ରଚୁର ଧନ, ନୂଆ ଚାକିରିର ଅଫର୍
ନଭେମ୍ୱର ମାସର ଆରମ୍ଭରେ ବୃହସ୍ପତି ସିଂହ ରାଶିରେ ବିରାଜମାନ ରହିବେ। ଏହା ସହିତ ଶୁକ୍ର ବକ୍ରୀ ହୋଇ କନ୍ୟା ରାଶିକୁ ଗୋଚର କରିବା ଏବଂ ବୁଧ ତୁଳା…
ଥାନା CUG ନମ୍ବର ଲୁଚାଇଲେ ହେବ କାର୍ଯ୍ୟାନୁଷ୍ଠାନ! ସାର୍ବଜନୀନ କରିବାକୁ ପୋଲିସ୍ HQରୁ କଡ଼ା ନିର୍ଦ୍ଦେଶ
କଟକ ସଦର, ୨୭/୧୦ (ସୁଶାନ୍ତ କୁମାର ଜେନା): ରାଜ୍ୟର ବିଭିନ୍ନ ଥାନାରେ ଥିବା BSNL ଲ୍ୟାଣ୍ଡଫୋନ୍ ଲାଇନ୍ଗୁଡ଼ିକ ଅଚଳ ହୋଇପଡ଼ିଥିବାରୁ, ଜରୁରୀ ସେବା ଓ ପୋଲିସ୍ ସହାୟତା…
ବଡ଼ ଖବର: କାଲି ନୁହେଁ ଆଜି ଲ୍ୟାଣ୍ଡଫଲ୍ କରିବ ବାତ୍ୟା, ହଠାତ୍ ବଦଳିଲା ସମୟ
ଭୁବନେଶ୍ୱର, ୨୭।୧୦: କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ । ହଠାତ୍ ବଦଳିଲା ବାତ୍ୟା ଲ୍ୟାଣ୍ଡଫଲର ସମୟ । ଆଜି ରାତି…
କୋଟିଆ ମାଟିରେ ତାତିଲେ ତାରା, ଗର୍ଜିଲେ ଭକ୍ତ: ଆନ୍ଧ୍ର ପୋଲିସ୍ ତୁରନ୍ତ ସ୍ଥାନ ଛାଡ଼, ଏହା କାହାର ପୈତୃକ ସମ୍ପତ୍ତି ନୁହେଁ…
ପଟ୍ଟାଙ୍ଗି, ୨୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନରୁ ଲାଗିରହିଥିବା ସୀମା ବିବାଦକୁ ନେଇ ସ୍ଥିତି ପୁଣି ସଙ୍ଗୀନ…
ଦ୍ବୀପରେ ଅଟକି ରହିଥିଲେ କଙ୍କଡ଼ା ଧରାଳି, ଉଦ୍ଧାର ହୋଇ ଆସିଲେ
ମହାକାଳପଡ଼ା,୨୭।୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ଶବରପଡ଼ାର ୨୦ଜଣ କଙ୍କଡ଼ା ଧରାଳି ଗହୀରମଥା ସାମୁଦ୍ରିକ ଅଭୟରଣ୍ୟ ହୁକିଟୋଲା ଅନତୀ ଦୂରରେ ଥିବା…
ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍
ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ଚଳାଚଳ କରୁଥିବା ସମସ୍ତ ଘରୋଇ ବସ୍ ସେବାକୁ ସାମୟିକ ଭାବେ…
ଅର୍ଣ୍ଣବ ପ୍ରକୋପ: ଭୟଙ୍କର ଦେଖାଗଲା ସମୁଦ୍ର! ବିଶେଷଜ୍ଞ କହିଲେ…
ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ଭୀଷଣ ରୂପ ଧରି ସ୍ଥଳଭାଗକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଅର୍ଣ୍ଣବ। ଘଣ୍ଟା ପ୍ରତି ୨୦ କିମି ବେଗରେ ଆଗକୁ ବଢୁଥିବା ବାତ୍ୟା ଅର୍ଣ୍ଣବ…

