ବୃତ୍ତି ପରୀକ୍ଷା ଦେଲେ ୨୬୪ ଛାତ୍ରୀଛାତ୍ର

ଭଣ୍ଡାରିପୋଖରୀ, ୧୫ା୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଭଣ୍ଡାରିପୋଖରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ଓ କୁଲଣା ସ୍ଥିତ ବିଶୋଳ କୁଲଣା ମୈତ୍ରୀ ସଞ୍ଜୁକ୍ତ ଉଚ୍ଚ ବିଦ୍ୟାପୀଠଠାରେ ରବିବାର ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷା କରାଯାଇଥିଲା। ଏହି ଦୁଇ କେନ୍ଦ୍ରରେ ୨୬୪ ଛାତ୍ରୀଛାତ୍ର ବୃତ୍ତି ପରୀକ୍ଷା ଦେଇଥିବା ବେଳେ ୧୭ ଛାତ୍ରୀଛାତ୍ର ଅନୁପସ୍ଥିତ ଥିଲେ। ବ୍ଲକ ଶିକ୍ଷାଧିକାରୀ ଦୀପକ କୁମାର ପାଢୀ, ଏବିଇଓ କୁଳମଣି ପତି, ଅଭିମନ୍ୟୁ ପ୍ରଧାନ, ପୁରୁଷୋତ୍ତମ ଧଳ ପରୀକ୍ଷା ପର୍ଯ୍ୟବେକ୍ଷକ ଭାବେ ଉଭୟ କେନ୍ଦ୍ର ପରିଦର୍ଶନ କରିଥିଲେ। ଅଧୀକ୍ଷକ ଭାବେ ରମାକାନ୍ତ ଲେଙ୍କା, ରନତ୍ମଞ୍ଜରୀ ପଣ୍ଡା ଓ ପରୀକ୍ଷା ନିରୀକ୍ଷକ ଭାବେ ଅଜୟ ନନ୍ଦ, ମୃତ୍ୟୁଞ୍ଜୟ ସେନାପତି, ଆଲୋକ କୁମାର ବିଶ୍ୱାଳ, ଜୟସ୍ବୀତା ଜେନା, ରଶ୍ମିରେଖା ସାହୁ, ଧୀରେନ୍ଦ୍ର ସାହୁ, ସରୋଜ ସାମଲ, ରେଖାମଞ୍ଜରୀ ସାହୁ ପ୍ରମୁଖ ପରୀକ୍ଷା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ଶୋଇଥିଲେ ଦମ୍ପତ୍ତି, ପେଟ୍ରୋଲ ଢିଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଆଉ ତା’ପରେ…

ବାଲେଶ୍ୱର,୨୦।୫(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଚକ୍ରଡା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା l ଏହି ଗ୍ରାମର ବିଜୟ ବେହେରାଙ୍କ ପରିବାର…

ସ୍ତ୍ରୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କଲେ ସ୍ବାମୀ: ଆଉ ତା’ପରେ ଘଟିଲା…

ବାଲେଶ୍ୱର,୨୦ା୫(ବାଞ୍ଛାନିଧି ଦେ):ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଏବଂ ଭିଡିଓ ଭାଇରାଲ୍‌ ଅଭିଯୋଗରେ ବାଲେଶ୍ବର ଜିଲା ବାଲିଆପାଳ ଥାନା ଅଞ୍ଚଳର ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅନୁଯାୟୀ, ବିବାହ…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

କଲରାପତରିଆ ବାଘର ମୃତଦେହ ଠାବ: ଶିମିଳିପାଳ ଅଭୟାରଣ୍ୟରୁ ଖସି ଆସି…

ନୀଳଗିରି,୧୨।୫(ପ୍ରଶାନ୍ତ କୁମାର ବିଶ୍ବାଳ)ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜ ଅଧୀନ କାଠଗୋଛି ଜଙ୍ଗଲରେ ଏକ କଲରାପତରିଆ ବାଘ ମୃତଦେହ ଠାବ। ସୋମବାର ବିଳମ୍ବିତ ରାତିରେ ବାଘଟି କୁଳଡିହା କିମ୍ବା…

ହରିପୁରରେ ମହିଳାଙ୍କୁ କୋଦାଳରେ ହାଣି ହତ୍ୟା: ମୃତଶରୀରକୁ ସାଇକେଲରେ ରଖି ଥାନାକୁ ଆଣିଲେ ପରିବାର

ଖଇରା,୧୨।୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ବର ଜିଲା ଖଇରା ଥାନା ଅଧିନ ହରିପୁର ଗ୍ରାମରେ ଛାତ ସେଣ୍ଟରିଂକୁ କେନ୍ଦ୍ର କରି ସୁରେନ୍ଦ୍ର ସେଠୀଙ୍କ ଭଉଣୀ କମଳା(୩୯)ଙ୍କୁ କୋଦାଳରେ ହାଣି ହତ୍ୟା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri