ବୃଦ୍ଧାଙ୍କ ସନ୍ଦେହଜନକ ମୃତ୍ୟୁ

ବଡ଼ସାହି,୨୦ା୧୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଧନାସାହି ଗ୍ରାମର ଜନୈକା ବୃଦ୍ଧାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି ା ମୃତା ମହିଳା ଜଣକ ହେଲେ ସେହି ଗ୍ରାମର ବାସନ୍ତୀ ସିଂ(୬୨)। ପୋଲିସ ସୂଚନା ଅନୁଯାୟୀ, ଦୁଇ ଦିନ ପୂର୍ବେ ମୁଣ୍ଡରେ ଗଭୀର କ୍ଷତ ହେବାରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ପ୍ରଥମେ ବଡସାହି ଓ ପରେ ବାରିପଦା ପିଆରଏମ୍‌ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା ା ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ା ଏ ସଂକ୍ରାନ୍ତରେ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୫୩/୧୯) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ତଦନ୍ତକାରୀ ଅଫିସର ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri