ବେଆଇନ ଗୋ’ ଚାଲାଣ: ପୋଲିସର ଚଢ଼ାଉ, ୩ ଅଟକ

ଚୌଦ୍ୱାର,୧୨ା୬(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ପୌରପାଳିକାର ୨ ନମ୍ବର ଓ୍ବାର୍ଡ ସୁଲତାନ ନଗରଠାରେ ବେଆଇନ ଗୋରୁଚାଲଣ ରାକେଟକୁ ଠାବ କରିଛି  ପୋଲିସ। ଆଜକୁ ଦୀର୍ଘଦିନ ହେବ ଚୌଦ୍ୱାରୁ ଭଦ୍ରକ, କୋଲକାତା ଓ ଅନ୍ୟ ଅଞ୍ଚଳକୁ ବାରମ୍ବାର ଗୋରୁ ଚାଲାଣ ହୋଇ ଆସୁଥିଲା।
ବିଶେଷ ସୂତ୍ରରୁ ଖବରପାଇ ଗୁରୁବାର ବିଳମ୍ବିତ ରାତିରେ ସୁଲତାନ ନଗର ଅଞ୍ଚଳରେ ପୋଲିସ ଅତର୍କିତ ଚଢ଼ାଉ କରି ପିକ୍‌ଅପ୍‌ ଏବଂ ଟାଟାଏସି ଗାଡ଼ିରେ ଗୋରୁ ବୋଝେଇ ସମୟରେ ଚଢ଼ାଉ କରି ୪୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ ଜବତ କରିଛି। ଜବତ ଗୋରୁମାନଙ୍କୁ ମଙ୍ଗରାଜପୁରସ୍ଥିତ ଗୋ’ ଆଶ୍ରମରେ ରଖାଯାଇଛି। ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଥାନାରେ ଅଟକ ରଖିଥିବା ବେଳେ ମାଷ୍ଟରମାଇଣ୍ଡକୁ ଧରିବା ପାଇଁ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?