Posted inଖେଳ

ବେଙ୍ଗାଲୁରୁ-କୋଲକାତା ଆଇପିଏଲ୍‌ ମ୍ୟାଚ୍‌ ବାତିଲ: ଜାଣନ୍ତୁ କାହିଁକି

ଅହମ୍ମଦାବାଦ,୩।୫: ଆଜି ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ମ୍ୟାଚକୁ ବାତିଲ କରାଯାଇଛି। କେକେଆର ଦଳର ଦୁଇ ଖେଳାଳି କରୋନା ପଜିଟିଭ ଚିହ୍ନଟ ହେବା ଏହା ପରେ ମ୍ୟାଚ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। କେକେଆର ଦଳର ବରୁଣ ଚକ୍ରବର୍ତ୍ତୀ ଏବଂ ସନ୍ଦୀପ ୱାରିଅର୍‌ କରୋନା ପଜିଟିଭ ବୋଲି ଜଣାପଡିଛି। ଏହି ୨ ଖେଳାଳି କୋଭିଡ ପଜିଟିଭ ହେବା ପରେ ଏହା ପ୍ରଥମ ଥର ପାଇଁ ଆଇପିଏଲ୍‌ରେ ଏକ ମ୍ୟାଚ ବାତିଲ ହୋଇଛି।
ସୂଚନାଯୋଗ୍ୟ, କରୋନା ଅବଧି ସମୟରେ, ବିସିସିଆଇ ଦୃଢ ବାୟୋ ବବୁଲ ଦର୍ଶାଇଥିଲା ଆଇପିଏଲ୍‌ ଆୟୋଜନ କରିଥିଲା। ଏପର୍ଯ୍ୟନ୍ତ ଟଚର୍ନାମେଣ୍ଟର ୨୯ଟି ମ୍ୟାଚ ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି। କିନ୍ତୁ ଅହମ୍ମଦାବାଦରେ ଖେଳାଯିବାକୁ ଥିବା ୩୦ ତମ ମ୍ୟାଚ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ସୋମବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri