କୃଷ୍ଣପ୍ରସାଦ, ୨୮ା୩(ନି.ପ୍ର.): କରୋନା ପାଇଁ ସାରା ଦେଶରେ ଲକ୍ଡାଉନ। ଗାଡ଼ିମୋଟର, ଟ୍ରେନ ସବୁ ବନ୍ଦ। ଏଭଳି ସ୍ଥିତିରେ ବେଙ୍ଗାଲୁରୁରେ ଫସିରହିଛନ୍ତି ପୁରୀ ଜିଲା କୃଷ୍ଣପ୍ରସାଦର ୩୫ଜଣ ଶ୍ରମିକ। ସେମାନେ ୩ ଦିନ ଧରି ଭୋକ ଉପବାସରେ ଦିନ କାଟୁଛନ୍ତି। ବେଙ୍ଗାଲୁରୁର ସୋଲାରପୁରିଆ ନାମକ ଏକ କନଷ୍ଟ୍ରକଶନ କମ୍ପାନୀରେ ୪ମାସ ହେଲା କାର୍ଯ୍ୟ କରୁଥିଲେ। କରୋନା ଆତଙ୍କ ପରେ କମ୍ପାନୀ ବନ୍ଦ ହୋଇଯାଇଛି। ସେମାନେ ୨ମାସର ଦରମା ପାଇ ନ ଥିବା ବେଳେ ଘରକୁ ଫେରିବା ପାଇଁ ଚାହିଁଲେ ବି ଚାରିଆଡେ ବନ୍ଦ ଯୋଗୁ ଓଡ଼ିିଶା ଆସିପାରୁନାହାନ୍ତି। କିଛି ଖାଇବା ପାଇଁ ମିଳୁନାହିଁ। ବାହାରକୁ ବାହାରିଲେ ପୋଲିସ ମାଡ ମାରୁଛି। ତେଣୁ ସେମାନେ ଫେସବୁକରେ ଭିଡିଓ ମାଧ୍ୟମରେ ନିଜର ଦୁଃଖ ଦୁର୍ଦ୍ଦଶା ବଖାଣିବା ସହ ଓଡ଼ିଶା ଫେରାଇଆଣିବା ପାଇଁ ଓଡ଼ିଶା ସରକାରଙ୍କୁ ନିବେଦନ କରିଛନ୍ତି।
ବେଙ୍ଗାଲୁରୁରେ ଫସିଛନ୍ତି ୩୫ ଶ୍ରମିକ: ଉଦ୍ଧାର ପାଇଁ ଭିଡିଓ ମାଧ୍ୟମରେ ସରକାରଙ୍କୁ ନିବେଦନ
Posted inଆମ ଜିଲା ଖବର, କରୋନା ଭାଇରସ୍, ପୁରୀ View All
ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…
ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…
ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…
ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…
ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….
ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…
ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ
ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…
ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ
କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…
ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ
ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…
ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…
ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…
ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ
ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…
Archives

