ଟ୍ରେଲର ଧକ୍କାରେ ନାବାଳିକା ମୃତ: ୨୬ ନଂ. ଜାତୀୟ ରାଜପଥ ଅବରୋଧ

କେସିଙ୍ଗା,୬।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ନୁନ୍‌ମାଠ ନିକଟ ୨୬ ନଂ. ଜାତୀୟ ରାଜପଥ ପାରହେଉଥିବା ବେଳେ ଜଣେ ନାବାଳିକାଙ୍କ ଉପରେ ଲାଞ୍ଜିଗଡ଼ସ୍ଥିତ  ଏକ କମ୍ପାନୀର ଟ୍ରେଲର ଧକ୍କାଦେବାରୁ ଶୁକ୍ରବାର ସକାଳେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ କେସିଙ୍ଗାସ୍ଥିତ ବଗାଡ଼ର ଦନାର ମାଝିଙ୍କ ଝିଅ ସରିତା(୮)। ଏ ନେଇ ସ୍ଥାନୀୟ ଲୋକେ ଟ୍ରେଲରକୁ ଅଟକ ରଖିବା ସହ ରାଜପଥ ଉପରେ ମୃତଦେହ ରଖି ଅବରୋଧ କରିଛନ୍ତି। ଫଳରେ କଳାହାଣ୍ଡି, ବଲାଙ୍ଗୀର, ଭବାନୀପାଟଣାକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଖବରପାଇ କେସିଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚିଛିି। ଏନ୍‌ଏସି ନିର୍ବାହୀ ଅଧିକାରୀ ବିଶ୍ୱମ୍ବର ମିଶ୍ର ହରିଶ୍ଚନ୍ଦ୍ର ଯୋଜନାରୁ ୩ ହଜାର ଟଙ୍କା ଦେଇଥିବା ବେଳେ  କମ୍ପାନୀର କୌଣସି କର୍ତ୍ତୃପକ୍ଷ ପହଞ୍ଚି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଗନ୍ନାଥପୁର ଛକରେ ଇ-ରିକ୍ସାକୁ ଧକ୍କା ଦେଲା କାର୍‌, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚାଳକଙ୍କୁ…

ଭୋଗରାଇ, ୩ l୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଜଳେଶ୍ୱର – ଚନ୍ଦନେଶ୍ୱର ୫୭ ନଂ ରାଜ୍ୟ ରାଜପଥ ଜଗନ୍ନାଥପୁର ଛକଠାରେ ମଙ୍ଗଳବାର ମଧ୍ୟାହ୍ନରେ ଏକ କାର ସହିତ…

ଦିଲୀପଙ୍କୁ ନେଇ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭା ନିର୍ୱାଚନରେ ହେବ ଓଲଟପାଲଟ!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ବାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା…

ଜଳୁଛି ଜାଗୁଳାଇପାଟଣା ଜଗନ୍ନାଥ ମନ୍ଦିର ପଛପଟ ଜଙ୍ଗଲ, ପହଞ୍ଚିଲା ଅଗ୍ନିଶମ ବିଭାଗ

ଖୋର୍ଦ୍ଧା,୩।୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଜାଗୁଳାଇ ପାଟଣା ଜଗନ୍ନାଥ ମନ୍ଦିର ପଛ ପଟେ ଥିବା ଜଙ୍ଗଲରେ ଅଗ୍ନିକାଣ୍ଡ ଘଟିଛି। କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ…

ଜୁନାଗଡ଼ ପୋଲିସକୁ ବଡ଼ ସଫଳତା: ୧୪ ଲକ୍ଷରୁ ଅଧିକ ଟଙ୍କା ଲୁଟିଥିବା ୪ ସାଇବର ଠକ ଗିରଫ

ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ସାଇବର ଠକେଇ ମାମଲାରେ ମଙ୍ଗଳବାର ୪ ଜଣକୁ ଗିରଫ କରି କୋର୍ଟ…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

T୨୦ ବିଶ୍ୱକପ୍‌ ସେମିଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆରେ ହଲଚଲ: ହୋଟେଲ ଛାଡ଼ି ଘରକୁ ଗଲେ ସୂର୍ଯ୍ୟକୁମାର-ହାର୍ଦ୍ଦିକ-ଶିବମ, ପ୍ରଶ୍ନ ଘେରରେ…

ମୁମ୍ବାଇ,୩।୩: T୨୦ ବିଶ୍ୱକପ୍‌ ୨୦୨୬ର ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ହେବାକୁ ଯାଉଛି ମହାଲଢ଼େଇ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପାଇଁ ଭାରତୀୟ ଦଳ ମୁମ୍ବାଇରେ ପହଞ୍ଚି…

ଏହି ୨ ଦଳ ମଧ୍ୟରେ ହେବ ଟି-୨୦ ବିଶ୍ୱକପ ଫାଇନାଲ! ଭବିଷ୍ୟବାଣୀ କଲା ପାକିସ୍ତାନ

ନୂଆଦିଲ୍ଲୀ,୩।୩: ୨୦୨୬ ଟି-୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେମିଫାଇନାଲ ପାଇଁ ଚାରୋଟି ଦଳ ଚୂଡ଼ାନ୍ତ ହୋଇଛି। ପ୍ରଥମ ସେମିଫାଇନାଲ ୪ ମାର୍ଚ୍ଚରେ ଦକ୍ଷିଣ ଆଫ୍ରିକା ଏବଂ…

‘ମୋ ପାଇଁ ସରପ୍ରାଇଜ୍‌’: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ହେବା ପରେ ଏମିତି କହିଲେ ସୁଜିତ କୁମାର

ଭୁବନେଶ୍ୱର,୩।୩: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ମନମୋହନ ସାମଲ ପ୍ରଥମ ଆସନ ପାଇଁ ଏବଂ ସୁଜିତ କୁମାର ଦ୍ବିତୀୟ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri