ବେଳାଭୂମିରୁ ମୃତ ସାର୍କ ମାଛ ଉଦ୍ଧାର

ଚିକିଟିି,୨ା୩(ଡି.ଏନ.ଏ.) ଗଞ୍ଜାମ ଜିଲା ସୁନପୁର ବେଳାଭୂମିରୁ ରବିବାର ଏକ ମୃତ ସାର୍କ ମାଛକୁ ବ୍ରହ୍ମପୁର ଡିଏଫ୍‌ଓ ଅମ୍ଲାନ କୁମାର ନାୟକ ଉଦ୍ଧାର କରିଛନ୍ତି। ମାଛଟି ସମୁଦ୍ର ଲହଡ଼ିରେ କୂଳରେ ଲାଗିଥିଲା। ଏହାକୁ ଦେଖି ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଠେଲି ଦେଇଥିଲେ। କିନ୍ତୁ ପୁଣି ମାଛଟି ଲହଡ଼ି ମାଡ଼ରେ କୂଳରେ ଲାଗିବାରୁ ମତ୍ସ୍ୟଜୀବୀମାନେ ବନ ବିଭାଗକୁ ଜଣାଇଥିଲେ। ଡିଏଫ୍‌ଓ ବେଳାଭୂମିରେ ପହଞ୍ଚତ୍ ମୃତ ସାର୍କକୁ ଜବତ କରିବା ସହ ସୋମବାର ଚିକିଟି ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ବ୍ୟବଚ୍ଛେଦ କରାଯିବ ବୋଲି ସୂଚନା ଦେଇଛନ୍ତି। ମତ୍ସ୍ୟଜୀବୀଙ୍କ କହିବା ପ୍ରକାରେ, ମାଛର ଲମ୍ବ ୨୦ ରୁ ୨୫ ଫୁଟ ହୋଇଥିବା ଜଣାପଡୁଥିଲା। ସୋମବାର ମାପ ପରେ ଏହାର ଲମ୍ବା ଜଣାପଡ଼ିବ ବୋଲି ଡିଏଫ୍‌ଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri