ତେଜପତ୍ର ଚା’ ପିଅନ୍ତୁ ଏସବୁ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଆନ୍ତୁ

ବେଳେବେଳେ ଥଣ୍ଡା ସର୍ଦ୍ଦି ଭଳି ଛୋଟ ଛୋଟ ରୋଗରେ ପଡିଲ ଆମ ରୋଷେଇ ଘରେ ଥିବା କିଛି ଜିନିଷ ବ୍ୟବହାର କରି ଆମେ ରୋଗମୁକ୍ତ ହୋଇଥାଉ। ବିଶେଷ କରି ରୋଷେଇରେ ବ୍ୟବହୃତ କିଛି ମସଲାରେ ରହିଥିବା ଔଷଧୀୟ ଗୁଣ ଆମକୁ ସୁସ୍ଥ ରଖିବାକୁ ବେଶ୍‌ ସହାୟକ ହୋଇଥାଏ। ସେଥିମଧ୍ୟରୁ ଗୋଟିଏ ହେଲା ତେଜପତ୍ର। ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ପୋଟାସିୟମ୍‌, ମାଙ୍ଗାନିଜ୍‌, ସେଲେନିୟମ ଓ ଆଇରନ୍‌ ପ୍ରଚୁର ପରିମାଣରେ ରହିଛି। ଏହା ଖାଦ୍ୟର ସ୍ବାଦ ବୃଦ୍ଧି କରିବା ସହ ଶରୀରକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ ବୋଲି କୁହାଯାଏ।
-କିଡ୍‌ନୀରେ ପଥର ହୋଇଥିଲେ ଜେତପତ୍ରକୁ ପାଣିରେ ସିଝାଇ ଥଣ୍ଡା କରି ପିଇଲେ ଲାଭ ମିଳିଥାଏ। ଏହା ପଥୁରି ରୋଗକୁ ଠିକ୍‌ କରିବା ସହ ଆଉ କିଛି କିଡ୍‌ନୀ ସମସ୍ୟାକୁ ମଧ୍ୟ ଠିକ୍‌ କରିଥାଏ।
-ଚା’ରେ ତେଜପତ୍ର ପକାଇ ପିଇଲେ ପେଟ ସମସ୍ୟା ଦୂର ହେବା ସହ ହଜମ ଶକ୍ତି ବୃଦ୍ଧି ପାଇଥାଏ।
-ଚା’ରେ ତେଜପତ୍ର ପକାଇ ପିଇଲେ କୋଷ୍ଠ କାଠିନ୍ୟ, ଏସିଡିଟି, ପେଟମୋଡିବା ଆଦି ସମସ୍ୟାରୁ ମୁକ୍ତି ମିଳିଥାଏ।
– ଡାଇବେଟିସ୍‌ ବା ମଧୁମେହ ରୋଗୀଙ୍କ ପାଇଁ ତେଜପତ୍ର ଲାଭଦାୟକ।
-ଅପସ୍ମାର ବା ମୂର୍ଚ୍ଚା ରୋଗୀଙ୍କ ପାଇଁ ତେଜପତ୍ର ବେଶ ଉପକାରୀ। ତେଜପତ୍ର ଧୂଆଁକୁ ଅପସ୍ମାର ରୋଗୀ ସେବନ କଲେ ଏହା ଠିକ୍‌ ହୋଇଥାଏ।
-ଯଦି ଶରୀରର କେଉଁ ଅଂଶରେ ଦରଜ ଲାଗୁଛି ତେବେ ତେଜପତ୍ର ବାଟି ମାଲିସ୍‌ କଲେ ଆରାମ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri